କରୋନା ଟେଷ୍ଟ କଲେ ମୁଖ୍ୟମନ୍ତ୍ରୀ

ଅମରାବତୀ,୧୭।୪: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ଶୁକ୍ରବାର ତାଙ୍କର କୋଭିଡ-୧୯ ଟେଷ୍ଟ କରାଇଛନ୍ତି। ତେବେ ତାଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି। ରାପିଡ ଟେଷ୍ଟ କିଟ୍‌ ମାଧ୍ୟମରେ ସେ ଏହି ଟେଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କୋରିଆରୁ ଶୁକ୍ରବାର ୧ ଲକ୍ଷ ରାପିଡ ଟେଷ୍ଟ କିଟ୍‌ ଆନ୍ଧ୍ରପ୍ରଦେଶରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଏହା ମାଧ୍ୟମରେ ନିଜର କରୋନା ଟେଷ୍ଟ କରିଛନ୍ତି। ଏହି ରାପିଡ ଟେଷ୍ଟ କିଟ୍‌ ଦ୍ୱାରା ମାତ୍ର ୧୦ ମିନିଟ ମଧ୍ୟରେ କରୋନା ଟେଷ୍ଟ କରାଯାଇ ପାରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା...

ଭାଜପା-ବାମଦଳ ସମର୍ଥକ ମୁହାଁମୁହିଁ

କୋଲକାତା,୭ା୧(ଆଇଏଏନ୍‌ଏସ୍‌): ଜେଏନ୍‌ୟୁ କ୍ୟାମ୍ପସ୍‌ ହିଂସା ପ୍ରତିବାଦରେ ସୋମବାର ପଶ୍ଚିମବଙ୍ଗର ଯାଦବପୁର ଅଞ୍ଚଳରେ ର଼୍ୟାଲି ଚାଲିଥିବାବେଳେ ବାମଦଳ ଓ ଭାଜପା ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଉତ୍ତ୍ୟକ୍ତ...

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ପୋଲ ତଳୁ ମିଳିଲା ଆଇଇଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ସ୍ଥାନୀୟ ଅରାମପୋରା ଅଞ୍ଚଳରେ ଥିବା ସୋପୋର-କୁପଓ୍ବାରା ପୋଲ ତଳେ...

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା...

ବୁଲେଟପ୍ରୁଫ୍‌ ମନ୍ଦିରକୁ ସ୍ଥାନାନ୍ତର ହେବେ ରାମଲାଲା

ନୂଆଦିଲ୍ଲୀ,୯ା୩: ଆଗାମୀ ୨୫ରେ ଭକ୍ତମାନେ ରାମଲାଲାଙ୍କୁ ଦର୍ଶନ କରିବାକୁ ଗଲେ ସେମାନେ ଖୁବ୍‌ ପାଖରୁ ତାଙ୍କୁ ଦେଖିବାର ସୁଯୋଗ ପାଇବେ। କାରଣ ରାମଲାଲାଙ୍କୁ ସେଠାରେ ଥିବା...

ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ

ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ...

ସୀମାରେ କିଛି ବି ଘଟଣା ଘଟିଲେ ପାକିସ୍ତାନକୁ ଏହାର ପରିଣାମ ଭୋଗିବାକୁ ପଡିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୩।୮: ପାକିସ୍ତାନର ଧମକକୁ ନେଇ ଏବେ ମୁହଁ ଖୋଲିଛନ୍ତି ଭାରତର ସେନାମୁଖ୍ୟ ବିପିନ ରାଓ୍ବତ। ମୋଦି ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୦ ହଟାଇବା ପରେ ପାକିସ୍ତାନର...

ଉଦ୍ଧବ ସରକାରଙ୍କ ଅଗ୍ନିପରୀକ୍ଷା ପୂର୍ବରୁ ଭାଜପା ସହ କଥା ହେଲେ ଅଜିତ

ମୁମ୍ବାଇ,୩୦।୧୧: ଶିବସେନା ନେତା ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ମହାରାଷ୍ଟ୍ରରେ ସରକାର ଗଠନ ହୋଇଛି। ମେଣ୍ଟ କରି ଶିବସେନା ସରକାର ଗଠନ କରିଥିବାରୁ ତା’ମନରେ ସବୁବେଳେ ଦ୍ୱନ୍ଦ୍ୱ...

Play 250+ Trending Games
Archives

Model This Week

Why Dharitri