କରୋନା ଡର ନାହିଁ: ତୁର୍କମେନିସ୍ତାନରେ ଆରମ୍ଭ ହେବ ଫୁଟବଲ ସେସନ

ଅଶଗାବାଟ୍‌, ୧୯।୪ (ଏଏଫ୍‌ପି): ସାରା ବିଶ୍ୱରେ କରୋନା ଭାଇରସର ଆତଙ୍କ ଜାରି ରହିଛି। ଅଲିମ୍ପିକ୍‌ ଓ ୟୁରୋକପ୍‌ ଫୁଟବଲ୍‌ ସମେତ ବହୁ ବଡ଼ ତଥା ଛୋଟ ଇଭେଣ୍ଟ ଏହି କାରଣରୁ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। କିନ୍ତୁ ତ୍‌ୁର୍କମେନିସ୍ତାନରେ କଥା ଅଲଗା ହୋଇଛି। ଦର୍ଶକଙ୍କ ଦ୍ୱାରା ଖଚାଖଚ୍‌ ଭରା ଷ୍ଟାଡିୟମରେ ଏହି ଦେଶରେ ଫୁଟବଲ ସେସନ ଆରମ୍ଭ ହେବାକୁ ଯାଉଛି। ତୁର୍କମେନିସ୍ତାନରେ ଏପର୍ଯ୍ୟନ୍ତ କରୋନା ଭାଇରସର କୌଣସି ମାମଲା ଦେଖାଯାଇନାହିଁ। ଫଳରେ ଏଠାରେ ଦର୍ଶକଙ୍କ ଉପସ୍ଥିତିରେ ଫୁଟବଲ ସିଜନ ଆରମ୍ଭ ହେବା ନେଇ ପ୍ରାକ୍‌ ପ୍ରସ୍ତୁତି ଶେଷ ହୋଇଛି।
କୋଭିଡ୍‌-୧୯ ନେଇ ଅନ୍ୟଦେଶଗୁଡିକର ପଥ ଅନୁସରଣ କରି କେନ୍ଦ୍ର ଏସିୟାର ଏହି ଦେଶ ତୁର୍କମେନିସ୍ତାନ ୮ଟି ଦଳକୁ ନେଇ ଗଠିତ ଗତ ମାର୍ଚ୍ଚରେ ଆୟୋଜନ ହେବାକୁ ଥିବା ଲିଗ୍‌କୁ ସସ୍‌ପେଣ୍ଡ କରିଥିଲା। ତେବେ ଲିଗ୍‌ର ମ୍ୟାଚ୍‌ ଖେଳାଯାଇଥିଲା। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଓ ରାଷ୍ଟ୍ରୀୟ ଫୁଟବଲ ମହାସଂଘର ସୁପାରିସ୍‌ କ୍ରମେ ଏହି ଲିଗ୍‌କୁ ସସ୍‌ପେଣ୍ଡ କରାଯାଇଥିଲା। ତେବେ ବର୍ତ୍ତମାନ ଗୋଟିଏ ମାସ ପରେ ପୁଣି ଫୁଟବଲ ଟ୍ରାକ୍‌କୁ ଫେରିବାକୁ ଯାଉଛି। ତେବେ ଅନ୍ତଃରାଷ୍ଟ୍ରୀୟ ସମୁଦାୟ ଏ ନେଇ ଚିନ୍ତା ପ୍ରକଟ କରିଛି। ତୁର୍କମେନିସ୍ତାନ କୋଭିଡ୍‌-୧୯ ନେଇ ଆଦୌ ଗୁରୁତର ସହ ଗ୍ରହଣ କରୁନାହିଁ ବୋଲି କୁହାଯାଇଛି। ଆମର ଏଠାରେ କରୋନା ଭାଇରସ ଆଦୌ ନାହିଁ । ତେଣୁ ଫୁବଟଲ ସେସନ ଆରମ୍ଭ କରାଗଲେ କ୍ଷତି କ’ଣ ବୋଲି ଜଣେ ୩୪ ବର୍ଷୀୟ ଯୁବ ବ୍ୟବସାୟର ଅଶିର ୟୁସୁପୋଭ କହିଛନ୍ତି। ପୂର୍ବରୁ ତୁର୍କମେନିସ୍ତାନ ସମେତ ତାଜିକିସ୍ତାନ ଓ ବେଲାରୁଷ ମଧ୍ୟ ପେସାଦାର ଫୁଟବଲ ଲିଗ୍‌କୁ ସସ୍‌ପେଣ୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri