କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଟପିଲା ୫୯ ହଜାର; ୧୦ ଲକ୍ଷ ୯୮ ହଜାର ସଂକ୍ରମିତ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୯ ହଜାର ୧୪୧ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୮ ହଜାର ଛୁଇଁଛି । ସେହିପରି ଶନିବାର ସୁଦ୍ଧା ୨ ଲକ୍ଷ ୨୮ ହଜାର ୪୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାର ମୁକାବିଲା ପାଇଁ ପୃଥିବୀର ବିଭିନ୍ନ ବିକଶିତ ରାଷ୍ଟ୍ର ପକ୍ଷରୁ ଊଦ୍ୟମ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାରେ ହାହାକାର, ୬୦ ଲକ୍ଷରୁ ଅଧିକ ଲୋକ ଉପାସ …

କଲମ୍ବୋ, ୧୬।୭ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ମୁଦ୍ରାସ୍ଫୀତି ଏତେ ବୃଦ୍ଧି ପାଇଛି ଯେ ଲୋକଙ୍କ ପାଇଁ ଦୁଇବେଳା ଦୁଇମୁଠା ଖାଦ୍ୟ...

ଚାଇନାରେ ହେଲା ଟଙ୍କା ବର୍ଷା !

ବେଜିଂ,୩।୧୧: ଡ୍ରଗ୍ସ୍‌ ନେବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ତେବେ ଚାଇନାରେ ଜଣେ ଡ୍ରଗ୍ସ୍‌ ସେବନକାରୀଙ୍କ ଯୋଗୁ ଲୋକେ ମାଲା ମାଲ୍‌ ହୋଇଛନ୍ତି। ସମୃକ୍ତ ଯୁବକ ଜଣକ...

ନିରାଶ୍ରୟଙ୍କ ସାହାରା ସାଜିଲେ ଯୁବକ

ମାର୍ଶାଘାଇ, ୨୯।୩ (ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ କରାଯାଇଛି। ଓଷଧ, ପନିପରିବା, ମାଛ, ମାଂସ ଆଦି...

ଜେଲେନସ୍କିଙ୍କୁ ହତ୍ୟା କରିବା ପାଇଁ ୪୦୦ ଆତଙ୍କବାଦୀ ପଠାଇଛି ରୁଷିଆ: ବ୍ରିଟିଶ୍‌ ଗଣମାଧ୍ୟମ ସଂସ୍ଥା !…

ମସ୍କୋ/କ୍ୱିଭ୍‌,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ହତ୍ୟା କରିବା ଲାଗି ଷଡ଼ଯନ୍ତ୍ର ରଚିଥିବା...

ପାକିସ୍ତାନକୁ କ୍ରୀତଦାସ କରିଛି ଆମେରିକା, କହିଲେ ଇମ୍ରାନ୍‌…

ଇସଲାମାବାଦ୍‌, ୧୬।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜାରଦାରୀଙ୍କୁ ଟାର୍ଗେଟ କରିଛନ୍ତି। ଇମ୍ରାନ୍‌ କହିଛନ୍ତି ଯେ...

ଶ୍ରୀଲଙ୍କାରେ ଡିଜେଲ ଶେଷ

କଲମ୍ବୋ,୩୧।୩: ଆର୍ଥିକ ଏବଂ ମାନବୀୟ ସଙ୍କଟର ସମ୍ମୁଖୀନ ହେଉଥିବା ଶ୍ରୀଲଙ୍କା ପାଖରେ ଆଉ ଡିଜେଲ ନାହିଁ। ଡିଜେଲ ଅଭାବରୁ ଦେଶର ଟ୍ରାନ୍ସପୋର୍ଟ ବ୍ୟବସ୍ଥା ପୁରା ଠପ...

ୟୁରୋପୀୟ ସଂସଦରେ ସିଏଏକୁ ବିରୋଧ ପ୍ରସ୍ତାବ

ନୂଆଦିଲ୍ଲୀ/ବ୍ରୁସେଲସ୍ସ,୨୭।୧: ୟୁରୋପୀୟ ସଂସଦରେ ସୋସିଆଲିଷ୍ଟ ଓ ଡେମୋକ୍ରାଟସ୍‌ ଗ୍ରୁପ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ‘ଭେଦଭାବପୁର୍ଣ୍ଣ’ ଓ ‘ମାରାତ୍ମକ ରୂପରେ ବିଭାଜନକାରୀ’ ଦର୍ଶାଇ ଏକ ପ୍ରସ୍ତାବ ଉପସ୍ଥାପନ...

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌...

Advertisement
Archives

Model This Week