କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ ଥିବା ତୁର୍କିମେନିସ୍ତାନରେ ସରକାରଙ୍କ ପକ୍ଷରୁ ଏଭଳି ଆଇନ ଜାରି କରାଯାଇଛି। ଇରାନର ସୀମାକୁ ଲାଗିଥିବା ଏହି ଦେଶରେ ବର୍ତ୍ତମାନ ସୁଦ୍ଧା କୌଣସି କରୋନା ସଂକ୍ରମଣ ଘଟଣା ଘଟି ନାହିଁ। ସରକାର କରୋନା ଶବ୍ଦ ଲେଖିବା ଅବା କହିବା ଉପରେ ପ୍ରତିବନ୍ଧ ଲଗାଇଛନ୍ତି। ଏହାର ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରି ଜେଲଦଣ୍ଡ ଦେବାକୁ ସରକାର ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ମାସ୍କ ପିନ୍ଧି ସର୍ବସାଧାରଣ ସ୍ଥାନରେ ବୁଲିଲେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କୁ ଗିରଫ କରାଯିବା ଲାଗି ମଧ୍ୟ ସରକାରୀ ନିର୍ଦ୍ଦେଶ ଜାରି ହୋଇଛି। ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଲଗାଯାଉଥିବା ପୋଷ୍ଟରରେ କରୋନା ଶବ୍ଦ ବଦଳରେ ଶ୍ୱାସ ସମସ୍ୟା ଏବଂ ଭୂତାଣୁ ସ୍ଥାନରେ ରୋଗ ଲେଖା ଯାଉଛି। ସରକାର ଦେଶରେ କରୋନା ଶବ୍ଦ ବିରୋଧରେ କଡ଼ା କଟକଣା ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri