Posted inଜାତୀୟ

କରୋନା ନେଇ ଦିଲ୍ଲୀରେ ସତର୍କତା: ଏନ୍‌ସିଆର୍‌ରେ ୫ ସ୍କୁଲ ବନ୍ଦ; ୨୫ ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସତର୍କତା ଜାରି ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏନ୍‌ସିଆର୍‌ରେ ୫ ସ୍କୁଲକୁ ବନ୍ଦ କରାଯାଇଛି। ସେହିପରି ୨୫ଟି ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ ସ୍ଥାପିତ ହୋଇଛି। ଏହା ସହିତ ସରକାର ୩ ଲକ୍ଷ ୫୦ ହଜାର ମାସ୍କ୍‌ର ବ୍ୟବସ୍ଥା ମଧ୍ୟ କରିଛନ୍ତି। ଲୋକଙ୍କ ମଧ୍ୟରେ କରୋନା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରସାରିତ କରାଯାଉଛି। ପରୀକ୍ଷା ପରେ ସ୍କୁଲ ଛୁଟି ହୋଇଯାଇଥିବାରୁ ସମ୍ବେଦନଶୀଳ ଅଞ୍ଚଳରେ ସ୍କୁଲଗୁଡ଼ିକ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ ଠାକରେଙ୍କୁ ଭେଟିଲେ ଫଡନବୀସ: ଜୋରଧରିଲା ରାଜନୀତି

ମୁମ୍ବାଇ,୮।୧: ଶିବସେନା ହାତ ଛାଡିବା ପରେ ଏବେ ଭାଜପା ମହାରାଷ୍ଟ୍ର ନବନିର୍ମାଣ ସେନା(ଏମଏନଏସ୍‌) ସହ ସମ୍ପର୍କ ଯୋଡିବାକୁ ଚେଷ୍ଟା କରିଛି। ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ ଠାକରେଙ୍କୁ...

ମମତାଙ୍କୁ ଟାର୍ଗେଟ କଲେ ଶାହା

ମେଦିନାପୁର,୧୯ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଶୁକ୍ରବାର ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ । ଶନିବାର ସେ ମେଦିନାପୁରରେ ଏକ...

ଭାରତ ସରକାରଙ୍କୁ ତାଲିବାନ୍‌ର ଚିଠି…

ନୂଆଦିଲ୍ଲୀ/କାବୁଲ,୨୯।୯: ଆଫଗାନିସ୍ତାନରେ କ୍ଷମତା ଦଖଲ ପରେ ତାଲିବାନ୍‌ ପ୍ରଥମ ଥର ପାଇଁ ଭାରତ ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରୟାସ କରିଛି। ତାଲିବାନ୍‌ ଭାରତ ସରକାରଙ୍କ...

ଜୟଶଙ୍କର-ୟାଙ୍ଗ ଆଲୋଚନା

ମସ୍କୋ, ୧୦।୯: ରୁଷିୟା ରାଜଧାନୀ ମସ୍କୋଠାରେ ସାଙ୍ଘାଇ ସହଯୋଗ ସଙ୍ଗଠନ( ଏସସିଓ) ବୈଦେଶିକ ମନ୍ତ୍ରୀଙ୍କ ବୈଠକ ପୁଷ୍ଠଭୂମିରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଓ...

ପାକିସ୍ତାନକୁ କଡ଼ା ସମାଲୋଚନା କଲା ଭାରତ

ନୂଆଦିଲ୍ଲୀ,୧୮ା୧୧: ଜାତିସଂଘରେ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଭାରତ। ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ମିଥ୍ୟା ପ୍ରଚାର ପାଇଁ ପାକିସ୍ତାନ...

କୋଭିଡ୍‌ ସହାୟତା ଲାଗି ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୩(ପି.ଟି.): କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ...

ରାମ ଜନ୍ମଭୂମି ପରିସରକୁ ବୋମାରେ ଉଡାଇ ଦେବାକୁ ଧମକ

ଅଯୋଧ୍ୟା,୩ ।୨: ଅଯୋଧ୍ୟାରେ ଗୁରୁବାର ଅର୍ଥାତ୍ ଫେବୃୟାରୀ ୨ରେ ରାମ ଜନ୍ମଭୂମି ସ୍ଥଳକୁ ବୋମାରେ ଉଡାଇ ଦେବାର ଧମକ ଦିଆଯିବା ପରେ ଲୋକେ ଭୟଭିତ ହୋଇଯାଇଛନ୍ତି...

ଏଣ୍ଟିଲିୟା ବୋମା ମାମଲାର ମାଷ୍ଟରମାଇଣ୍ଡ ପରମବୀର ସିଂ: ଅନିଲ ଦେଶମୁଖ

ନୂଆଦିଲ୍ଲୀ,୩ ।୨: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କୁ ଦେଇଥିବା ବୟାନରେ ଦାବି କରିଛନ୍ତି କି ମୁମ୍ବାଇର ପୂର୍ବତନ ପୋଲିସ କମିଶନର...

Advertisement
Archives

Model This Week