କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ ପରିସ୍ଥିତିର ସମୀକ୍ଷା
କରିଛନ୍ତି। କରୋନା ଯୁଦ୍ଧରେ ସରପଞ୍ଚମାନଙ୍କ ସହଯୋଗ ଏବଂ କାର୍ଯ୍ୟ ପ୍ରଶଂସନୀୟ ବୋଲି ସେ କହିଛନ୍ତି। ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ସମ୍ପର୍କରେ ଥିବା ଗାଇଡଲାଇନ ଉପରେ ସୂଚନା ଦିଆଯାଇଛି। ଏଥିସହ କ୍ୱାରାଣ୍ଟାଇନ ସେଣ୍ଟର ପରିଚାଳନା ଉପରେ ସମୀକ୍ଷା କରାଯାଇଛି। ଲୋକଙ୍କୁ ଗାଇଡଲାଇନ୍‌, ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଆଦି ନେଇ ସଚେତନ କରିବାକୁ ଜିଲାପାଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀ ମୃତ

ବାଲେଶ୍ୱର ଅଫିସ,୫।୧୨:ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଚାରିଗୋଛିଆ ଗ୍ରାମରେ ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ...

ନୂଆ ପିଆଜ ଆସିଲେ ଦର କମିବ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ...

ଇକୋ ଟଏଲେଟ ନିର୍ମାଣ ପରେ ତାଲା ଖୋଲୁନି

ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି...

‘ଏସ୍‌ଏଫ୍‌ଡିଆର୍‌’ ବୁଷ୍ଟର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍‌ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା...

ନାବାଳିକାଙ୍କୁ ଅସଦାଚରଣ କରି ଅବସରପ୍ରାପ୍ତ ସୈନିକ ଅଟକ

ବାଲେଶ୍ବର ଅଫିସ ୩୧।୫: ବାଲେଶ୍ବର ଜିଲା ବରପୁର ଥାନା ଅଧୀନ ଛତ୍ରପୁର ଅଞ୍ଚଳରେ ଜଣେ ଅବସରପ୍ରାପ୍ତ ସୈନିକ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ...

ରେଳ ଅନୁଦାନ ଓଡ଼ିଶା ପାଇଁ ନୈରାଶ୍ୟଜନକ: ମନ୍ତ୍ରୀ

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪,୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଓଡ଼ିଶା ପାଇଁ ନୈରାଶ୍ୟଜନକ...

ଖୋଲିଲା ୨୮ ଗେଟ୍‌

ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍‌...

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

Advertisement
Archives

Model This Week