କରୋନା ନେଲାଣି ଲକ୍ଷେ ୬୫ ହଜାର ଜୀବନ: ଆମେରିକାରେ ମୃତକଙ୍କ ସଂଖ୍ୟା ୪୦,୦୦୦ ଟପିଲା

ଓ୍ବାଶିଂଟନ,୨୦।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ଲକ୍ଷେ ୬୫ ହଜାର ୨୨୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୨୪ ଲକ୍ଷ ୪ ହଜାର ୭୧ ଛୁଇଁଛି। ଆମେରିକାରେ କରୋନା ସଂକ୍ରମଣ ନେଇ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏଠାରେ ମୃତ୍ୟୁ ସଂଖ୍ୟା ୪୦, ୦୦୦ ଟପିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୬୦ ହଜାରରେ ପହଞ୍ଚିଛି। ଲକ୍‌ ଡାଉନ୍‌ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଏବଂ ଗଭର୍ନରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଗଭର୍ନରମାନେ ଲକ୍‌ ଡାଉନ୍‌ ନେଇ କଡ଼ାକଡ଼ି ନିୟମ ପ୍ରଣୟନ କରିଥିବା ଟ୍ରମ୍ପ୍‌ ଅଭିଯୋଗ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri