କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ ପୋଲିସଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ ୩,୮୨୦ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା କହିଛନ୍ତି ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନିଲ ଦେଶମୁଖ। ଟୁଇଟ କରି ସେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ମହାରାଷ୍ଟ୍ରରେ ଏବେ ୩,୮୨୦ ପୋଲିସ କରୋନାରେ ସଂକ୍ରମିତ ହେବାସହ ଏମାନଙ୍କ ମଧ୍ୟରୁ ୨,୭୫୪ ଜଣଙ୍କ ଚିକିତ୍ସା ଚାଲିଛି ଓ ୪୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ମହାରାଷ୍ଟ୍ରରେ ୧,୧୬,୭୫୨ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୫୯,୧୬୬ ଜଣ ସୁସ୍ଥ ହୋଇ ସାରିଲେଣି ଓ ୫,୬୫୧ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ଯୁବତୀଙ୍କୁ ନେଇ ଫେରାର ହୋଇଥିବା ବିବାହିତ ବ୍ୟକ୍ତି ଜମା କରିବେ ପୋଲିସଙ୍କ ଖୋଜିବା ଖର୍ଚ୍ଚର ଅଧା, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଅହମଦାବାଦ, ୨୦।୪ : ଗୁଜୁରାଟ ହାଇକୋର୍ଟ ଏକ ନିଆରା ନିର୍ଦ୍ଦେଶ ଦେଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଯୁବତୀଙ୍କୁ ସାଙ୍ଗରେ ନେଇ ଫେରାର ହୋଇ ଯାଇଥିଲେ। ତାଙ୍କୁ...

୮୯ ଆପ୍‌ ବ୍ୟାନ୍‌ କଲା ଭାରତୀୟ ସେନା: ଫେସ୍‌ବୁକ୍‌, ପବଜୀ ସାମିଲ୍‌

ନୂଆଦିଲ୍ଲୀ,୯।୭: କିଛିଦିନ ପୂର୍ବରୁ ଭାରତ ସରକାର ୫୯ଟି ଚାଇନା ଆପ୍‌ ବ୍ୟାନ୍‌ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ସରକାରଙ୍କ ପରେ ଭାରତୀୟ ସେନା ମଧ୍ୟ ୮୯ଟି ଆପ୍‌କୁ...

ବନ୍ଦେ ଭାରତ ମିଶନ-୩ ପାଇଁ ୨୨ହଜାର ଟିକେଟ ବିକ୍ରି

ନୂଆଦିଲ୍ଲୀ,୭।୬: କରୋନ ସଂକ୍ରମଣ ଜନିତ ସମସ୍ୟା ଓ କଟକଣା କାରଣରୁ ବିଦେଶରେ ଫସି ରହିଥିବା ଭାରତୀୟମାନଙ୍କୁ ଦେଶକୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଏକ...

ଗାଙ୍ଗୁଲୀ ପୁଣି ହସ୍ପିଟାଲରେ ଭର୍ତ୍ତି: ଛାତିରେ ଯନ୍ତ୍ରଣା

କୋଲକାତା, ୨୭।୧: ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ...

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ,ଚର୍ଚ୍ଚା ଜାରି…

କୋଲକାତା,୬।୯: ଭବାନୀପୁର ବିଧାନସଭା ଆସନ ପାଇଁ ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ...

ହ୍ୟୁଷ୍ଟନ କନ୍‌ସୁଲେଟ ବନ୍ଦ କର

ବେଜିଂ,୨୩ା୭: ଟେକ୍ସାସ୍‌ର ହ୍ୟୁଷ୍ଟନ ସହରରେ ଥିବା ବାଣିଜି୍ୟକ ଦୂତାବାସ ୭୨ ଘଣ୍ଟା ମଧ୍ୟରେ ବନ୍ଦ କରିବା ପାଇଁ ଚାଇନାକୁ ଆମେରିକା ନିର୍ଦ୍ଦେଶ ଦେଇଛି। ଆମେରିକାର ଏଭଳି...

କରୋନା ତୁଳନାରେ ଅଧିକ ମାରାତ୍ମକ ଭୂତାଣୁ ଆସିବା ଆଶଙ୍କା ରହିଛ: ଡବ୍ଲ୍ୟୁଏଚ୍‌ଓ ଦେଲା ଚେତାବନୀ…

ଜେନେଭା,୨୫।୫: ଏବେ କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ ଏହାଠାରୁ ଅଧିକ ମାରାତ୍ମକ ଭୂତାଣୁ ଆସିବାର ଆଶଙ୍କା ରହିଛି ବୋଲି ବିଶ୍ୱସ୍ବାସ୍ଥ୍ୟ...

Advertisement
Archives

Model This Week