ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର,୨୬ା୧୦: ଆମ ଚାରିପାଖରେ ପଡି ରହିଥିବା ଜିନିଷ ହିଁ ପ୍ରଦୂଷଣ ବଢାଉଛି। ଏଥିପାଇଁ ଆମେ ସମସ୍ତେ ହିଁ ଦାୟୀ। ଆମେ ବଜାରରୁ ପ୍ଲାଷ୍ଟିକ ଓ ପଲିଥିନରେ ଜିନିଷ…
ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ପ୍ରଶାସନରେ ସ୍ବଚ୍ଛତା ଏବଂ ପରସେଣ୍ଟ (ପିସି) କାରବାରର ମୂଳୋପତ୍ାଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗର…
ଛତ୍ରପୁର,୨୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୁମାର ପୂର୍ଣ୍ଣିମା ଅବସରରେ ଛତ୍ରପୁର ଲୋୟର ବସ୍ଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଆରମ୍ଭ ହୋଇଛି। ପ୍ରତିବର୍ଷ…
ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା…
ଦେବଗଡ଼,୨୬ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ…
ଏକାଗ୍ରତାର ସହ ନୂତନତ୍ୱର ଅନ୍ବେଷଣ କଲେ ସଫଳତା ନିଶ୍ଚୟ ମିଳେ, ଯାହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ପ୍ରୟାଗରାଜର ବିମଳ କିଶୋର। ବିମଳ ଜଣେ ଦିବ୍ୟାଙ୍ଗ। ଏଣୁ ସେ…
ଭଗବାନଙ୍କୁ ପୂଜା କରିବା ପାଇଁ ଆମେ ମନ୍ଦିରକୁ ଯାଉ। ଜ୍ଞାନ ଓ ଶିକ୍ଷା ରୂପକ ଅମୂଲ୍ୟ ରତ୍ନ ହାସଲ କରିବା ପାଇଁ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି। ଏହି…
ଭାରତରେ ଗୁଗଲ୍ର ପ୍ରସ୍ତାବିତ ଡାଟା ସେଣ୍ଟର ଏବଂ ଏହା ସହିତ ଜଡ଼ିତ ଜଳ ସଙ୍କଟ ଏକ ଗଭୀର ବିଡ଼ମ୍ବନାର ପର୍ଦ୍ଦାଫାଶ କରୁଛି। ସରକାର ଏହାକୁ ‘ଐତିହାସିକ ନିବେଶ’…