କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ

ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି । ମଧ୍ୟପ୍ରଦେଶ ଛିନ୍ଦୱାଡ଼ାରେ ଜଣେ ୩୬ ବର୍ଷ ବୟସ୍କ ଯୁବକଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଛି । ସେହିପରି ଇନ୍ଦୋରରେ ଜଣେ ୮୦ ବର୍ଷ ବୟସ୍କା ମହିଳା ଏବଂ ଅନ୍ୟ ଜଣେ ୪୨ ବର୍ଷ ବୟସ୍କ ଲୋକଙ୍କ ମୃତ୍ୟୁ ହୋଇଛି । ରାଜସ୍ଥାନରେ ଜଣେ ୬୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ କର୍ନାଟକ ବାଗଲକୋଟରେ ୭୫ ବର୍ଷ ବୟସ୍କ ବ୍ୟକ୍ତିିଙ୍କ ମୃତ୍ୟୁ ଘଟିଛି । ସେ ଜଣେ ବ୍ୟବସାୟୀ ଥିଲେ ତାଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର

ଜୟପୁର,୧୯।୫: କରୋନା ସଂକ୍ରମଣରୁ ଠିକ୍‌ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଦେଖାଦେଉଥିବା ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର। ରାଜସ୍ଥାନ ମହାମାରୀ ଅଧିନିୟମ ୨୦୨୦...

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ।...

ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ  ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ...

ନୋଏଡାରେ ଗ୍ୟାସ ଲିକ୍‌ ଭୟ

ନୋଏଡା,୨୫।୨: ଜାତୀୟ ରାଜଧାନୀ ନିକଟସ୍ଥ ନୋଏଡା ସହରର ବିଭିନ୍ନ ରେସିଡେନସିଆଲ ସେକ୍ଟରରେ ଗୁରୁବାର ସନ୍ଧ୍ୟାରେ ରନ୍ଧନ ଗ୍ୟାସ ଲିକ ହୋଇଯାଇଥିବା ଖବର ପ୍ରଚାରିତ ହୋଇଥିଲା। ଏଥିଯୋଗୁ...

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପାଦ ଛୁଇଁଲେ ରଜନୀକାନ୍ତ, ଭାଜପା ଉପରେ ବର୍ଷିଲେ ଅଖିଳେଶ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ସାକ୍ଷାତ ଉପରେ ରାଜନୀତି ଆରମ୍ଭ ହୋଇଛି। ଫିଲ୍ମ ‘ଜେଲର’ର ପ୍ରମୋଶନ ପାଇଁ ରଜନୀକାନ୍ତ...

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ...

୨୬ରେ ପୁଣି ସିବିଆଇ କାର୍ଯ୍ୟାଳୟରେ ହାଜର ହେବେ ସିସୋଡିଆ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଢୁଆ ଥମିବାର ନାଁ ନେଉନାହିଁ। ମଦ ଦୁର୍ନୀତି ମାମଲାରେ ପୁଣିଥରେ ୨୬ ଫେବୃୟାରୀରେ ପଚରାଉଚରା ପାଇଁ ସିବିଆଇ ଡକାଇଥିବା...

Advertisement
Archives

Model This Week