କରୋନା ପଜିଟିଭ୍‌ ଆସିବା ପରେ ଖଇରା ବ୍ଲକର ୨ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଖଇରା,୩୦।୪(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତର କନ୍ଦଡା ଗ୍ରାମର ଜଣେ କଲିକତା ଫେରନ୍ତାଙ୍କ ସ୍ବାବ ପଜିଟିଭ୍‌ ଜଣାପଡଛି। ଏହା ପରେ ବାଲେଶ୍ବର ଉପଜିଲାପାଳ କନ୍ଦଡା ସମେତ ପଡୋଶୀ ମହତୀପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଉକ୍ତ ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ କରାଯାଇଛି। ଗୁରୁବାର ସକାଳେ ଉପଜିଲାପାଳ ନିଲୁ ମହାପାତ୍ର, ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଓ ତହସିଲଦାର ପ୍ରଦିପ ସାହୁଙ୍କ ସହ ସିମୁଳିଆ ପୋଲିସ ପହଞ୍ଚି ସିଲ୍‌ କରିବା ପରେ ଘରୁ ନ ବାହାରିବାକୁ ମାଇକ ଯୋଗେ ପ୍ରଚାର କରାଯାଇଥିଲା। ଏଥିସହ ପ୍ରଶାସନ କଲିକତା ଫେରନ୍ତାଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କୁ ଖୋଜିବା କାମ ଆରମ୍ଭ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ...

ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ: ୧୫ରୁ ଧାନକିଣା

ବଲାଙ୍ଗୀର ଅଫିସ, ୮ା୧୧-ବଲାଙ୍ଗୀର ଜିଲାରେ ଖରିଫ୍‌ ୨୦୧୯-୨୦ ବର୍ଷ ପାଇଁ ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଡିଆରଡିଏ ସମ୍ମଳନୀ କକ୍ଷରେ ଗୁରୁବାର ବସିଥିଲା...

ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ

ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା...

ବାହାନଗାରେ କୃତ୍ରିମ ବନ୍ୟା

ବାହାନଗା, ୧୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶନିବାରଠାରୁ ଲଘୁଚାପଜନିତ ବର୍ଷା ଲାଗି ରହିବାରୁ ବାହାନଗା ବ୍ଲକରେ କୃତ୍ରିମ ବନ୍ୟା ଦେଖାଦେଇଛି ା ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ଥିବା ଚାଷ...

ମେଳି କରି ଭୋଟ ଦେବାକୁ ଶପଥ କରାଇଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୭ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ନ ପଡି ନିଜ ଇଚ୍ଛାରେ...

ମହିଳାଙ୍କୁ ଅସଦାଚରଣ, ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମହିଳାଙ୍କୁ ପାରିବାରିକ ବିବାଦକୁ କେନ୍ଦ୍ରକରି ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ...

ବର୍ଷେ ହେଲା କାମ କରି ମିଳିନି ମଜୁରି

ଦଶମନ୍ତପୁର, ୧୧ା୨( ଡି.ଏନ.ଏ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତ ଯୋଗି ମାଳିଗୁଡା ଗ୍ରାମର ଶ୍ରମିକମାନେ ଆଜି ବର୍ଷେ ହେଲା କୁଲି...

ଜିଲା ଯୁବ ମହୋତ୍ସବ ଉଦ୍‌ଘାଟିତ

ଫୁଲବାଣୀ ଅଫିସ, ୭ା୧୨- କନ୍ଧମାଳ ଷ୍ଟାଡିୟମରେ ଜିଲା ଯୁବ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣୀ କହଁର,...

Advertisement
Archives

Model This Week