କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ ସୂଚନାନୁଯାୟୀ ସିଡିଏମ୍‌ଓଙ୍କ ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲାରେ (ଭୁବନେଶ୍ୱରକୁ ବାଦ୍‌ ଦେଇ) ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅର୍ଥାତ ବିଏମ୍‌ସିରେ ୧୭ ଏବଂ ଖୋର୍ଦ୍ଧାର ୪ମିଶି ସମୁଦାୟ ୨୧। କିନ୍ତୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବସାଇଟ୍‌ରେ ରହିଛି ୨୫ ପଜିିଟିଭ୍‌। ତେବେ କିଏ ଠିକ୍‌ କହୁଛନ୍ତି ତାହାକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦିଲ୍ଲୀ-ମୁମ୍ବାଇରେ ବଢ଼ୁଛି କରୋନା ମିଟର

ନୂଆଦିଲ୍ଲୀ/ମୁମ୍ବାଇ,୧୫।୬: ଦେଶରେ କରୋନା ଭାଇରସ୍‌ ଏବେ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଯାହା ଏବେ ସରକାରଙ୍କ ଚିନ୍ତାର କାରଣ ପାଲଟିଛି। କୋଭିଡର ପୂର୍ବ ଲହର ଭଳି ଦିଲ୍ଲୀ...

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୨ ଗିରଫ

ରାଜନଗର, ୧୯।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଗୁପ୍ତି ରାସ୍ତାର ତିଅର ଛକ ନିକଟରୁ ଶନିବାର ଭୋରରେ ରାଜନଗର ଓ ପଟ୍ଟାମୁଣ୍ଡାଇ ପୋଲିସ ଚଢ଼ାଉକରି ଗୋଟିଏ ଗୋରୁ ବୋଝେଇ...

ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ...

ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣା: ୪ ଜେଟିପିଙ୍କୁ ପଚରାଉଚରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ...

ଉଜୁଡ଼ିଲା ଔଷଧୀୟ ଉଦ୍ୟାନ

ଚମ୍ପୁଆ,୩ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ କାଳିକାପ୍ରସାଦ ପଞ୍ଚାୟତର ହୁଞ୍ଜପଶିଠାରେ ଥିବା ଔଷଧୀୟ ଉଦ୍ୟାନ ଉଜୁଡ଼ିଯାଇଛି। ରକ୍ଷଣାବେକ୍ଷଣ ଅଭାବରୁ ଏହି ମୂଲ୍ୟବାନ୍‌ ଉଦ୍ୟାନ ନଷ୍ଟହୋଇଯାଇଥିବାରୁ...

ଅଛୁଆଁ ହେଲେ କରୋନା ରୋଗୀ

ଢେଙ୍କାନାଳ ଅଫିସ,୮।୫: କରୋନା ସଂକ୍ରମିତ ବୋଲି କେହି ପାଖ ମାଡ଼ିଲେନି। ଜୀବନ ଭୟରେ ଲୁଚିଲେ କୋଭିଡ୍‌ ଯୋଦ୍ଧା। ବହୁକଷ୍ଟରେ ହସ୍ପିଟାଲ ଯାଏ ଆସିଥିଲେ ହେଁ ଶଯ୍ୟା...

ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ...

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ...

Advertisement
Archives

Model This Week