କରୋନା ପଜିଟିଭ ଥିବା ସମସ୍ତ ୭୫ ଜିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପଜିଟିଭ ରୋଗୀ ଥିବା ସମସ୍ତ ୭୫ ଜିଲାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ କେବଳ ଜରୁରୀ ସେବା ଯୋଗାଇ ଦିଆଯିବ ବୋଲି ରବିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହି ସମୟରେ ଟ୍ରେନ୍‌, ବସ୍‌ ଓ ମେଟ୍ରୋ ସେବା ବନ୍ଦ ରହିବ ବୋଲି କୁହାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ରବିବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଟିଲାଗଡ଼ ଷ୍ଟେଶନରେ ପହଞ୍ଚିଲେ ୧୨୦୦ ମହାରାଷ୍ଟ୍ର ଫେରନ୍ତା

ଟିଟିଲାଗଡ଼,୧୦।୫: ବଲାଙ୍ଗୀରର ଟିଟିଲାଗଡ଼ ଷ୍ଟେଶନରେ ଓଡ଼ିଶାର ୧୨୦୦ ଶ୍ରମିକ ରବିବାର ପହଞ୍ଚିଛନ୍ତି। ସେମାନେ ମହାରାଷ୍ଟ୍ରରୁ ଫେରିଛନ୍ତି। ଶ୍ରମିକମାନେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବରଗଡ଼ ଆଦି...

ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ।...

କ୍ୟାବିନେଟ ବୈଠକ: ପ୍ରଧାନମନ୍ତ୍ରୀ ଛାତ୍ରବୃତ୍ତି ଯୋଜନାରେ କରାଗଲା ବଡ ଧରଣର ପରିବର୍ତ୍ତନ

ନୂଆଦିଲ୍ଲୀ,୩୧।୫ : ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଛି।...

ସ୍ବାଧୀନତା ଦିବସ ପାଳନ ଅବସରରେ ଆତଙ୍କବାଦୀ ଆକ୍ରମଣ ଇନପୁଟ୍‌ ଆଧାରରେ ରାଜଧାନୀରେ ହାଇ ଆଲର୍ଟ…

ନୂଆଦିଲ୍ଲୀ, ୧୩।୮ : ଦେଶ ଚଳିତ ବର୍ଷ ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ କରୁଛି। ତେବେ ଆତଙ୍କବାଦୀମାନେ ଏଥିରେ ବାଧା ସୃଷ୍ଟି କରିବା ଲାଗି...

ସାନିଟାଇଜ୍‌ ହେଲା ସୂର୍ଯ୍ୟନଗର ଅଞ୍ଚଳ

ଭୁବନେଶ୍ୱର, ୨ା୪ (ବ୍ୟୁରୋ) – ମଙ୍ଗଳବାରଠାରୁ ଭୁବନେଶ୍ୱର ମହାନଗର ନିଗମ ସହାୟତାରେ ଅଗ୍ନିଶମ ବିଭାଗ ପକ୍ଷରୁ ସହରକୁ ସାନିଟାଇଜ୍‌ କାର୍ଯ୍ୟ ଜାରି ରହିଛି। ବୁଧବାର ୟୁନିଟ୍‌-୭...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଘାଟିରେ ଖୋଲିଲା ସମସ୍ତ ସ୍କୁଲ

ଶ୍ରୀନଗର,୨୧।୧୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୦୮ ଦିନ ପରେ ଏବେ ଘାଟିର ସମସ୍ତ ସ୍କୁଲ ଖୋଲି ଯାଇଥିବା ଖବର ମିଳିଛି। ଏବେ କିନ୍ତୁ ପିଲାମାନେ...

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା...

ହୋଟେଲ ହେବ ଲୋକପାଳଙ୍କ କାର୍ଯ୍ୟାଳୟ

ନୂଆଦିଲ୍ଲୀ,୨୩ା୪: ଭାରତର ପ୍ରଥମ ଲୋକପାଳଙ୍କ କାର୍ଯ୍ୟାଳୟ ଦିଲ୍ଲୀର ଏକ ବିଳାସପୂର୍ଣ୍ଣ ପଞ୍ଚତାରକା ହୋଟେଲରେ ଆରମ୍ଭ ହେବ। ଏହି ହୋଟେଲ ପରିସରରେ ଲୋକପାଳ ଅଧ୍ୟକ୍ଷ ଓ ତାଙ୍କର...

Advertisement
Archives

Model This Week