କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ ଓ ସାଂସଦ ମାନେ ମଧ୍ୟ ଗୁରୁବାର କରୋନା ପରୀକ୍ଷା କରିଥିବା ଦେଖାଯାଇଛି। ଦେଶରେ କେରାନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଏବେ ଏହି ସଂଖ୍ୟା ୨୦ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ ଦୃଷ୍ଟିରେ ରଖି ଏବେ ଅଧିକାଂଶ ଲୋକେ କରୋନା ଟେଷ୍ଟ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହୁନର ହାଟ’ରେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୨: ଉପ ରାଷ୍ଟ୍ରପତି ଏମ୍‌ ଭେଙ୍କୟା ନାଇଡୁ ତାଙ୍କ ପତ୍ନୀ ଉଷାମ୍ମା ଦେବୀଙ୍କ ସହ ଗୁରୁବାର ଇଣ୍ଡିଆ ଗେଟରେ ଆୟୋଜିତ ହୋଇଥିବା ହସ୍ତଶିଳ୍ପ ମେଳା ‘ହୁନର...

ହସ ଆଣିଦେଲା ସୋସିଆଲ ମିଡିଆ

ଇରୋଡ୍‌(ତାମିଲନାଡ଼ୁ): ସମ୍ପ୍ରତି ଅନେକ ଯୁବଗୋଷ୍ଠୀ ସୋସିଆଲ ମିଡିଆର ଦୁରୁପଯୋଗ କରୁଥିବା ନଜରକୁ ଆସୁଛି। ଏହା ସମାଜ ଉପରେ ଖରାପ ପ୍ରଭାବ ପକାଉଛି। ଯଦି ମହତ୍‌ ଉଦ୍ଦେଶ୍ୟରେ...

ମାତାପିତାଙ୍କ ଝଗଡ଼ା ଯୋଗୁ ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଚିଠି ଲେଖିରେ ନାବାଳକ ପୁତ୍ର

ପାଟନା,୧୭।୭: ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ଯୋଗୁ ସନ୍ତାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ଏଠାରେ ବାସ କରୁଥିବା...

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ...

CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି

ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ...

ଖେଳନାରେ ବିଆଇଏସ୍‌ ମାନ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୩।୮: ୧୪ ବର୍ଷରୁ କମ୍‌ ବୟସର ପିଲାଙ୍କ ବ୍ୟବହାର ପାଇଁ ଭାରତରେ ତିଆରି ହେଉଥିବା ଏବଂ ବିଦେଶରୁ ଆମଦାନି ହେଉଥିବା ଖେଳନାଗୁଡ଼ିକୁ ସେପ୍ଟେମ୍ବର ୧ରୁ...

କଂଗ୍ରେସକୁ ଯେ କୌଣସି ମୁହୂର୍ତ୍ତରେ ଧୋକା ଦେଇପାରେ ଶିବସେନା: ନିରୁପମ

ମୁମ୍ବାଇ,୨୮ ।୯: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଓ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିଶଙ୍କ ସାକ୍ଷାତ୍‌କାରକୁ ନେଇ ବେଳକୁ ବେଳ ରାଜନୀତି ହେଉଛି...


Coronavirus Update

Archives

Model This Week

Why Dharitri