‘କରୋନା’ ପାଇଁ ଘଟଗାଁ ତାରିଣୀ ମନ୍ଦିରରେ କଟକଣା

କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। ପ୍ରତି ଭକ୍ତ ମଧ୍ୟରେ ଦୂରତା ରଖିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତି ଭକ୍ତ ଗୋଟିଏ ନଡିଆ ନେଇ ପୂଜା କରିବେ ଏବଂ ଭକ୍ତ ହାତ ଧୂଆ ପାଇଁ ହ୍ୟାଣ୍ଡ ୱାଶ ବ୍ୟବସ୍ଥା କରାଯାଇଛି। ପ୍ରତି ୨ଘଣ୍ଟାରେ ଥରେ ମନ୍ଦିର ଭିତରେ ସାନିଟାଇଜେସନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତାରିଣୀ ଟ୍ରଷ୍ଟ ବୋର୍ଡର ସଦସ୍ୟ ଏବଂ ମନ୍ଦିର ପୋଲିସ ଏହି କାର୍ଯ୍ୟକୁ ତଦାରଖ କରିବେ ବୋଲି ଟ୍ରଷ୍ଟ ବୋର୍ଡର ସଭାପତି ରାଜେନ୍ଦ୍ର ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଳ୍ପ ବୃଷ୍ଟି, ଚାଷଜମି ଶୁଖିଲା: ମୁଣ୍ଡରେ ହାତଦେଇ ବସିଛି ଚାଷୀ

ରଣପୁର,୨୩ା୭ (ସ୍ବ.ପ୍ର.): ବର୍ଷା ଅଭାବରୁ ରଣପୁର ବ୍ଲକ ଅଞ୍ଚଳରେ ଜମି ଫାଟି ଆଁ କଲାଣି। କେଉଁଠି ବର୍ଷା ପାଇଁ ବେଙ୍ଗ ବିବାହ ତ ଆଉ କେଉଁଠି...

ପାଣି ବୋହି ପରିବାର ଚଳାଉଛନ୍ତି ମନମୋହନ

ଖୋର୍ଦ୍ଧା ଅଫିସ,୨୧ା୧୨: ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ସୁଦୃଢ଼ ହେବ। ଏଥିପାଇଁ ରାଜ୍ୟ ସରକାର ନିକଟରେ ଓଡ଼ିଶା କନକ୍ଲେଭ ଆୟୋଜନ କରିଥିଲେ। ତେବେ ରାଜ୍ୟରେ ଏମତି ବି...

ବାଲିଗରିରେ ଭାଗବତଙ୍କ ଜନ୍ମଉତ୍ସବ

ଚଣ୍ଡିଖୋଲ,୧୨ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ବାଲିଗରି ଗ୍ରାମସ୍ଥିତ କୋଠଘର (ଗଣେଶ ଘରେ) ଶନିବାର ଅତିବଡି ଜଗନ୍ନାଥ ଦାସଙ୍କ ଭାଗବତ ଜନ୍ମ ଉତ୍ସବ...

ଅପରାଧ ଯୋଜନା ପଣ୍ଡ: କାର ଛାଡି ଜଙ୍ଗଲକୁ ଦୌଡି ପଳାଇଲେ ଦୁର୍ବୃତ୍ତ

ଦାରିଙ୍ଗବାଡି,୨।୭(ଡି.ଏନ.ଏ.)- କନ୍ଧମାଳ ଜିଲାରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ବାଲିଗୁଡା ଠାରୁ ଦାରିଙ୍ଗବାଡି, ବାଡାବାଙ୍ଗା, ସିଆଙ୍ଗବାଲି ଦେଇ ଗଞ୍ଜାମକୁ ବ୍ୟାପକ ଗଞ୍ଜେଇ ଚୋରାଚାଲାଣ ହେଉଛି।...

ସ୍ଥିତି ସମୀକ୍ଷା କଲେ ବିଧାୟକ

ପଦ୍ମପୁର,୨୪ା୪(ଡି.ଏନ୍‌.ଏ.)- ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବୁଧବାର ଲକ୍‌ ଡାଉନ ପରିସ୍ଥିତିର ସମୀକ୍ଷା କରିଛନ୍ତି। ମହାମାରୀ କରୋନାର ସଂକ୍ରମଣ ରୋକିବା ପାଇଁ ବାସୁଦେବପୁରବାସୀଙ୍କୁ କିଭଳି ସଚେତନ...

ବନ୍ଦ ହେବ ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୧ା୩ (ବ୍ୟୁରୋ):ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ ମସିହାରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର...

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ...

ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି।...

Advertisement
Archives

Model This Week