କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ ନିଯୁକ୍ତି ସଙ୍କଟରେ ରହିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ ଯେଉଁ ଭଳି ଲଢିବାର ଆବଶ୍ୟକତା ରହିଛି ତାହା ଏବେ ପର୍ଯ୍ୟାପ୍ତ ନୁହେଁ ବୋଲି ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ ପକ୍ଷରୁ ଏକ ଅଧ୍ୟୟନରେ କୁହାଯାଇଛି। ଏହାବାଦ କରୋନା ଯୋଗୁ ଦାରିଦ୍ର୍ୟ ମଧ୍ୟ ବୃଦ୍ଧି ପାଇବ। ବିଶ୍ୱ ସ୍ତରରେ ଶ୍ରମିକମାନେ ୩.୪ ଲକ୍ଷ କୋଟି ଡଲାର ଆୟ ହରାଇବେ ବୋଲି ଏହାର ରିପୋର୍ଟରେ ଆକଳନ କରାଯାଇଛି। ନିଯୁକ୍ତି କମିବା ଦ୍ୱାରା ଲୋକଙ୍କ ଆୟରେ ହ୍ରାସ ଦେଖାଯିବ ବୋଲି ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ କହିଛି। ୨୦୨୦ ଶେଷ ସୁଦ୍ଧା ଶ୍ରମିକ ମାନେ ୮୬୦ ବିଲିୟନ ଡଲାରରୁ ୩.୪ ଲକ୍ଷ କୋଟି ଡଲାର ଆୟ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri