କରୋନା ପାଇଁ ଟ୍ରେନ୍‌ ବଗିକୁ ଆଇସୋଲେଶନ ଓ୍ବାର୍ଡରେ କରାଗଲା ପରିବର୍ତ୍ତନ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ କବଳରେ ଭାରତ। ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯ଶହ ଛୁଇଁବାକୁ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ୨୦ ଅତିକ୍ରମ କରି ସାରିଲାଣି। ବିଶେଷଜ୍ଞଙ୍କ ମତ ଅନୁଯାୟୀ ଏହା ଆଗକୁ ବୃଦ୍ଧି ପାଇପାରେ। ଏହାକୁ ଦେଖି ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କରୋନା ହସ୍ପିଟାଲମାନ ଗଢି ଉଠିଲାଣି। କରୋନା ଭୂତାଣୁକୁ ଦୂରେଇବାରେ ଭାରତୀୟ ରେଲଓ୍ବେ ମଧ୍ୟ ଆଉ ଏକ ପାଦ ଆଗକୁ ଆସିଛି। ରେଲଓ୍ବେର କିଛି ବଗିକୁ ଏବେ ଆଇସୋଲେଶନ ଓ୍ବାର୍ଡରେ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ରେଲଓ୍ବେର ଜଗଧାରୀ ଓ୍ବାର୍କସପରେ ଥିବା ପ୍ରାୟ ୨୮ ବଗିକୁ ଆଇସୋଲେଶନ ଓ୍ବାର୍ଡ କରାଯାଇଥିବା ସୂଚନା ମିଳିଛି। ଯଦି ଆବଶ୍ୟକ ପଡେ ରେଲଓ୍ବେ ଏମିତି ପାଖାପାଖି ୩ ଲକ୍ଷ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରିପାରିବ ବୋଲି କହିଛି। ପ୍ରଥମେ ନନ୍‌ ଏହି କୋଚ୍‌କୁ ଆଇସୋଲେଶନ ଓ୍ବାର୍ଡରେ ପରିବର୍ତ୍ତନ କରାଯାଇଥିବା ସୂଚନା ରହିଛି। ଏପ୍ରିଲ ୬ ତାରିଖ ସୁଦ୍ଧା ଏହା ସମ୍ପୂର୍ଣ୍ଣ ହୋଇଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାତକ ତାଲିକାରେ ୫୧ଜଣଙ୍କ ନାମ: ୧୭ ହଜାର କୋଟିରୁ ଅଧିକ ଟଙ୍କାର ଠକେଇ

ନୂଆଦିଲ୍ଲୀ,୪।୧୨: ଦେଶରେ କୋଟି କୋଟି ଟଙ୍କାର ଠକେଇ କରି ବିଦେଶ ପଳାଇଥିବା ପଳାତକ ତାଲିକାରେ ୫୧ ଜଣଙ୍କ ନାମ ରହିଛି। ସେମାନେ ୧୭ ହଜାର କୋଟିରୁ...

ପରଲୋକରେ ଅମର୍ତ୍ତ୍ୟ ସେନ୍‌ଙ୍କ ସ୍ତ୍ରୀ ନବନୀତା: ଶୋକ ପ୍ରକାଶ କଲେ ମମତା ବାନାର୍ଜୀ

କୋଲକାତା,୮।୧୧:ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ଙ୍କ ସ୍ତ୍ରୀ ନବନୀତା ଦେବ ସେନ୍‌ଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କ...

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜନାଥ ସିଂ

ଶ୍ରୀନଗର, ୨୬।୭: ଜମ୍ମୁ-କଶ୍ମୀରର ଦ୍ରାସ୍‌ରେ ଶୁକ୍ରବାର କାରଗିଲ ବିଜୟ ଦିବସର ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସାଧାରଣ ଲୋକଙ୍କଠାରୁ ଯବାନଙ୍କ...

ମୋଗାଡିଶୁ କାର ବୋମା ବିସ୍ଫୋରଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ମୋଗାଡିଶୁ,୩୧।୧୦: ସୋମାଲିଆ ରାଜଧାନୀ ମୋଗାଡିଶୁର ବ୍ୟସ୍ତବହୁଳ ଅଞ୍ଚଳରେ ଶନିବାର ଦୁଇଟି କାର ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୧୦୦ ଟପିଛି। ଏପରି କି ବିସ୍ଫୋରଣରେ...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ...

ଯୁବକଙ୍କ ପେଟରୁ ନେଲ୍‌କଟର, ଚିଲମ ସମେତ ୫୦ ପ୍ରକାରର ଜିନିଷ ବାହାର କଲେ ଡାକ୍ତର

ଉଦୟପୁର,୧୭।୬: ରାଜସ୍ଥାନରୁ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିିଛି। ଶନିବାର ଉଦୟପୁର ହସ୍ପିଟାଲରେ ଡାକ୍ତର ଜଣେ ୨୪ ବର୍ଷୀୟ ଯୁବକ ଗଜେନ୍ଦ୍ରଙ୍କ ଅପରେଶନ୍‌ କରିଥିଲେ। ଅପରେଶନ୍‌...

ଶୋପିଆନ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧ ।୪: ଜମ୍ମୁ-କଶ୍ମୀରର ଶୋପିଆନରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଶୁକ୍ରବାର ଶୋପିଆନର ତୁର୍କୱାନଗମରେ ଏନକାଉଣ୍ଟର ଆରମ୍ଭ କରାଯାଇଥିବା ବେଳେ...

ପଶ୍ଚିମବଙ୍ଗ ନିର୍ବାଚନ: କଂଗ୍ରେସ-ବାମଦଳ-ଆଇଏସ୍‌ଏଫ୍‌ ଆସନ ଭାଗବଣ୍ଟା

କୋଲକାତା,୩।୩: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ଏନେଇ କଂଗ୍ରେସ, ବାମଦଳ ଏବଂ ଆଇଏସ୍‌ଏଫ୍‌ ମେଣ୍ଟ ମଧ୍ୟରେ ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୨୯୪ ବିଧାନସଭା...

Advertisement
Archives

Model This Week