କରୋନା ପାଇଁ ପୁରୀ କୋର୍ଟ ବନ୍ଦ

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର ଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟକୁ ବନ୍ଦ କରାଯାଇଛି। ମୋହରିରଙ୍କ ସ୍ତ୍ରୀ ଜୁଡିସିଆଲ କୋର୍ଟରେ କାର୍ଯ୍ୟରତ ଥିବାରୁ ଜୁଡିସିଆଲ କୋର୍ଟ, ଜିଲାପାଳଙ୍କ ଅଫିସ, ଉପଜିଲାପାଳଙ୍କ ଅଫିସ, ତହସିଲ ଆଦିକୁ ବନ୍ଦ କରିଦିଆଯାଇଛି। ହରିହର ଛକଠାରୁ ଟାଉନ ହଲ ପର୍ଯ୍ୟନ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସମ୍ପୃକ୍ତ ଅଞ୍ଚଳକୁ ସାଇଟାଇଜ କରାଯାଉଛି। ଏ ନେଇ ଉପଜିଲାପାଳ ଭବ ଚରଣ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର

ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ...

ବାମୁର ରେଞ୍ଜ୍‌ରେ ୨୨ ହାତୀ: ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ବଇଣ୍ଡା, ୨୧।୧୧(ଡି.ଏନ.ଏ.) – ରେଢାଖୋଲ ବନଖଣ୍ଡରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ରେଞ୍ଜକୁ ବୁଧବାର ସକାଳେ ଚାଲି ଆସିଥିବା ୨୨ଟି ହାତୀ ବ୍ୟାପକ ଉପଦ୍ରବ...

ଜୈବିକ ଖତକୁ ପ୍ରୋତ୍ସାହନ ଲୋଡ଼ା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟକୁ ରାସାୟନିକ ସାର ଯୋଗାଣ ପର୍ଯ୍ୟାପ୍ତ ହେଉ ନ ଥିବାରୁ ବ୍ୟବହାର କମିବାରେ ଲାଗିଲାଣି। ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧ ଲକ୍ଷ...

ନନ୍ଦନକାନନ ପିଛା ଛାଡ଼ୁନି ବିବାଦ

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ, ୨୯।୫ (ଡି.ଏନ୍‌.ଏ.): ଦେଶର ଅନ୍ୟତମ ପ୍ରମୁଖ ଚିଡ଼ିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ ଖବର...

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହୁନି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୨।୪(ଡି.ଏନ.ଏ.): ଦିନକୁଦିନ ମହାମାରୀ କରୋନାର ରୂପ ଭୟାନକ ହେବାରେ ଲାଗିଛି। ଏହି ଭୂତାଣୁର ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ ଘୋଷଣାର କରିବା ସହ ପ୍ରତ୍ୟେକ...

୪ ବୁଥ୍‌ରେ ମତଦାନ ସ୍ଥଗିତ

ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍‌ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ...

ହାତୀ ପାଇଁ ରାତି ଅନିଦ୍ରା ଗ୍ରାମବାସୀ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଦିନକୁ ଦିନ ବଢି ଚାଲିଥିବା ବେଳେ ବନ ବିଭାଗର ନାଚର ପଣିଆ ଗ୍ରାମବାସୀଙ୍କୁ ରାତ୍ରୀ ଅନିଦ୍ରା ହେବାକୁ ବାଧ୍ୟ କରୁଛି।...

ଫନୀକୁ ବିତିଲା ସାଢେ ୫ ମାସ: ପ୍ରଭାବିତ କାରିଗରଙ୍କୁ ମିଳିଲାନି କ୍ଷତିପୂରଣ, ଆନ୍ଦୋଳନ ପାଇଁ ସଜବାଜ ଶିଳ୍ପୀ ମହାସଂଘ

ଯାଜପୁର ଅଫିସ,୧୭|୯- କୁଟୀର ଶିଳ୍ପ ତଥା ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଥିବା ଯାଜପୁର ଜିଲାର କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଜିଲାର...

Advertisement
Archives

Model This Week