କରୋନା ପାଇଁ ବନ୍ଦ ହେଲା ‘ରାଜଧାନୀ ପ୍ରତିଷ୍ଠା ଦିବସ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର ରାଜଧାନୀ ପ୍ରତିଷ୍ଠା ଦିବସ। ହେଲେ କରୋନା ଯୋଗୁ ରାଜ୍ୟବାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ଏହି ଦିବସକୁ ପାଳନ ନ କରିବାକୁ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ନିଷ୍ପତ୍ତି କରିଛି। ଭବିଷ୍ୟତରେ ଏହାକୁ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯିବ। ହେଲେ ଏବେ ଏହାକୁ କରାଯାଇପାରୁ ନ ଥିବାରୁ କମିଟି ପକ୍ଷରୁ ଦୁଃଖ ପ୍ରକାଶ କରାଯିବା ସହ ରାଜଧାନୀବାସୀଙ୍କୁ ଏହି ଦିବସର ଶୁଭକାମନା ଜ୍ଞାପନ କରାଯାଇଛି। କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ସାଧାରଣ ସମ୍ପାଦକ ସନତ ମିଶ୍ର ପ୍ରମୁଖ ଏହି ଦିବସର ଶୁଭେଚ୍ଛା ଜଣାଇଛନ୍ତି। ତେବେ ୧୯୪୮ ମସିହା ଏପ୍ରିଲ ୧୩ ତାରିଖରୁ ଭୁବନେଶ୍ୱରରେ ନୂତନ ରାଜଧାନୀର ଶିଳାନ୍ୟାସ କରାଯାଇଥିଲା। ସେତେବେଳେ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ଏହାର ଶିଳାନ୍ୟାସ କରିଥିଲେ। ଏହି ଦିନଟିକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ବିଗତ ୩୦ ବର୍ଷ ଧରି ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri