କରୋନା ପାଇଁ ମୋ ବସ୍‌ରେ ସ୍ବତନ୍ତ୍ର ବିଶୋଧନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଭାଇରସର ବିସ୍ତାରକୁ ରୋକିବା ପାଇଁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ମୋ ବସ୍‌ ଓ ବସ ଷ୍ଟପରେ ସ୍ବତନ୍ତ୍ର ବିଶୋଧନ କରାଯାଇଛି। ମୋ ବସ୍‌ର ସିଟ ତଳ, ଷ୍ଟେରିଙ୍ଗ୍‌, ହାତ ରଖିବା ସ୍ଥାନ ତଥା ସଂକ୍ରମଣ ଆଶଙ୍କା ରହିଥିବା ସ୍ଥାନଗୁଡିକରେ ଆଲ୍‌କହଲ ଯୁକ୍ତ ବିଶୋଧନରେ ସଫା କରାଯାଉଛି। କରୋନା ଯୋଗୁ ବିଶୋଧନ ପ୍ରକ୍ରିୟାର ମାତ୍ରା ବୃଦ୍ଧି କରାଯାଉଛି। ଏଥିପାଇଁ ନିୟମିତ ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ବିଭିନ୍ନ ପରିବହନ ସେବାର କାର୍ଯ୍ୟକ୍ରମକୁ ତର୍ଜମା କରି ଏକ ସ୍ବତନ୍ତ୍ର ସଂସ୍ଥାକୁ ଏହି ବିଶୋଧନ କାର୍ଯ୍ୟରେ ବିନିଯୋଗ କରାଯାଇଛି। ଏହାଦ୍ୱାରା ମୋ ବସ୍‌ ସମ୍ପୂର୍ଣ୍ଣ ରୂପେ ଭୂତାଣୁ ଓ ଜୀବାଣୁ ମୁକ୍ତ ହୋଇପାରିବ ବୋଲି କ୍ରୁଟ୍‌ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକ ପୁଅ ଧକ୍କାରେ ଚାଳିଗଲା ବାପାଙ୍କ ଜୀବନ

କୁନ୍ଦୁରା,୨୨।୪: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଗୁଣ୍ଡାଳ ପଞ୍ଚାୟତ ଅଧୀନ ତଲିଆଗୁଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବୁଧବାର ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର...

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୯ କୁ ବୃଦ୍ଧି...

ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ

କେନ୍ଦ୍ରାପଡ଼ା ଅଫିସ,୨୨ା୮: ମହାନଦୀରେ ବନ୍ୟା ପାଣି କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରି ଦେଇଛି। ଜିଲାର ୭ ବ୍ଲକର ୪୧ ପଞ୍ଚାୟତରେ ବନ୍ୟାଜଳ ଜମି...

୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା

ସୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ...

ପ୍ରକଳ୍ପ ତଦାରଖକୁ ଜୋର୍‌ଦାର କରିବ ‘ମୋ ସ୍କୁଲ’

ଭୁବନେଶ୍ୱର, ୫।୩(ବ୍ୟୁରୋ):ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଉନ୍ନତି ପାଇଁ କାର୍ଯ୍ୟ କରୁଥିବା ‘ମୋ ସ୍କୁଲ୍‌’ ଅଭିଯାନକୁ ବ୍ୟାପକ କରାଯାଇଛି। ଏହା ମାଧ୍ୟମରେ ୨୫,୫୨୦ ବିଦ୍ୟାଳୟ ଯୋଡ଼ି ହୋଇଛି।...

ଶାସନ ବ୍ୟବସ୍ଥା ହାଇଜାକ୍‌ ହୋଇଛି: ଭାଜପା

ଭୁବନେଶ୍ୱର,୧୮।୬(ଅନିଲ ଦାସ): ଓଡ଼ିଶାର ବିଭିନ୍ନ ଜିଲା ଏବଂ ସଂସଦୀୟ କ୍ଷେତ୍ର ବୁଲିଲା ବେଳେ ଜନସାଧାରଣଙ୍କ ଗୋଟିଏ ପ୍ରଶ୍ନ ଆମ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଶାସନ କରୁଛନ୍ତି ନା...

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ...

Advertisement
Archives

Model This Week