କରୋନା ପାଇଁ ସଂଘର୍ଷ ଜାରି ରଖିଛି ଗଞ୍ଜାମ ପୋଲିସ

ଗଞ୍ଜାମ,୨୬ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଓଡ଼ିଶାରେ ମଧ୍ୟ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଏଯାବତ୍‌ କୌଣସି ବ୍ୟକ୍ତି ଆକ୍ରାନ୍ତ ହୋଇ ନ ଥିବା ବେଳେ ଏହାର ଶ୍ରେୟ ଗଞ୍ଜାମ ଜିଲା ପ୍ରଶାସନକୁ ମିଳିଛି । କରୋନା ଭୂତାଣୁ ନ ବ୍ୟାପିବା ପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଲକ୍‌ଡାଉନ୍‌ କଡ଼ାକଡ଼ି କରିଛନ୍ତି। ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଗଞ୍ଜାମ ଥାନା ପୋଲିସ ଦିନ ରାତି ଏକ କରି ଦେଇଛନ୍ତି। ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ସମସ୍ତ ପୋଲିସ କର୍ମଚାରୀ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରୁଛନ୍ତି। ଗଞ୍ଜାମ ଥାନା ପୋଲିସର ଏହି କାର୍ଯ୍ୟଶୈଳୀକୁ ଗଞ୍ଜାମବାସୀ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ: ଅଭିଯୁକ୍ତ ଗିରଫ

ନିରାକାରପୁର,୭।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ସୋମବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ସାମଗ୍ରୀ...

ଖରା ପୂର୍ବରୁ ଘାରିଲାଣି ପାଣି ଚିନ୍ତା

ଢେଙ୍କାନାଳ ଅଫିସ, ୪।୨-ସରିନି ଶୀତ କି ଆରମ୍ଭ ହୋଇନି ଖରା। ହେଲେ ଏବେଠାରୁ ଢେଙ୍କାନାଳ ଜିଲାର ଶିଳ୍ପସମୃଦ୍ଧ ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ଗ୍ରାମ ୪ନଂ. ୱାର୍ଡ...

ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ

କୋରୁକୋଣ୍ଡା,୨୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍‌ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦...

ମୋଟର ଚାଳକଙ୍କୁ ସହାୟତା ପାଇଁ ସଚିବଙ୍କୁ ଚିଠି

ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସ୍ତରରେ ମୋଟର ଚାଳକମାନେ ଏବେ ଘରେ ବସିଛନ୍ତି। ଗାଡ଼ିମୋଟର ବନ୍ଦ ଯୋଗୁ ମାଲିକମାନେ କିଛିଦିନ ପାଇଁ...

ଖତଖାଉଛି ଏଲ୍‌ଆଇ ପଏଣ୍ଟ

ପାରଳାଖେମୁଣ୍ଡି,୨୫ା୧୨(ଡି.ଏନ୍‌.ଏ.):  ଗଜପତି ଜିଲାରେ ଉଠା ଜଳସେଚନ ବିଭାଗର ବେପରୁଆ ପଣର ବହୁ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଏହାର ନମୂନା ଗୋଷାଣୀ ବ୍ଲକ ଜଙ୍ଗଲପାଡୁ ଗ୍ରାମଠାରେ...

ନିରାଶ ଚାଷୀଙ୍କ ପାଇଁ ସମବାୟ ସମିତି

ଢେଙ୍କାନାଳ ଅଫିସ,୨୮ା୩: ଜାତୀୟକରଣ ବ୍ୟାଙ୍କରୁ ହତାଶ ହୋଇଥିବା ଚାଷୀଙ୍କୁ ସମବାୟ ସମିତି ସାହାଯ୍ୟର ହାତ ବଢାଇଥାଏ। ଚାଷୀମାନଙ୍କ ହିତରେ ସର୍ବଦା କୃଷି ସମବାୟ ସମିତିଗୁଡିକ କାର୍ଯ୍ୟକରି...

ହଷ୍ଟେଲ ଛାଡୁଛନ୍ତି ଛାତ୍ରୀ, ମରାମତି ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ରୀ ହଷ୍ଟେଲ ବହୁ ଅବ୍ୟବସ୍ଥା ଭିତରେ ଗତି କରୁଛି। ଏହି ହଷ୍ଟେଲଟି ୧୦୦ ଶଯ୍ୟା...

ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ

ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ...

Advertisement
Archives

Model This Week