କରୋନା ପାଇଁ ୭୩ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ ସ୍ଥଗିତ

ମୁମ୍ବାଇ: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି କରିଦେଇଛି। କରୋନା ଯୋଗୁ ସାଧାରଣ ଜୀବନଠାରୁ ଆରମ୍ଭ କରି ଖେଳ, ଫିଲ୍ମ ଇଣ୍ଡଷ୍ଟ୍ରି ଓ ବ୍ୟବସାୟରେ ବହୁ ପ୍ରଭାବ ପକାଇଛି। କରୋନା ଯୋଗୁ ସବୁ ଖେଳ ଓ ଶୁଟିଂକୁ ବନ୍ଦ କରାଯାଇଛି। ଇତିମଧ୍ୟରେ ପ୍ରାନ୍ସରେ ଆୟୋଜିତ ହେବାକୁ ଥିବା କାନ୍ସ ଫେଷ୍ଟିଭାଲ-୨୦୨୦କୁ ସ୍ଥଗିତ ରଖାଯାଇଛି। ବିଶ୍ୱର ସବୁଠାରୁ ବଡ଼ ଫିଲ୍ମ ଫେଷ୍ଟିଭାଲ ମଧ୍ୟରେ କାନ୍ସ ଫେଷ୍ଟିଭାଲ ଅନ୍ୟତମ। ଚଳିତ ଥର ମେ ୧୨ରୁ ୨୩ ମଧ୍ୟରେ ୭୩ତମ କାନ୍ସ ଫେଷ୍ଟିଭାଲକୁ ଆୟୋଜିତ କରାଯିବାକୁ ସ୍ଥିର କରାଯାଇଥିଲା। ହେଲେ ଦେଶରେ ଲଗାତର କରୋନା ଭାଇରସ୍‌ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ଫେଷ୍ଟିଭାଲକୁ ସ୍ଥଗିତ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଫେଷ୍ଟିଭାଲକୁ ଜୁନ ଶେଷରେ ନଚେତ୍‌ ଜୁଲାଇ ଆରମ୍ଭରେ ଆୟୋଜିତ କାଯିବାକୁ ବିଚାର କରାଯାଇଛି ବୋଲି ଆୟୋଜକ ସୂୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲ୍ଲୁ ଅର୍ଜୁନଙ୍କ ଓଜନ ବୃଦ୍ଧିକୁ ନେଇ ଭିନ୍ନ ଭିନ୍ନ କମେଣ୍ଟ କଲେ ପ୍ରଶଂସକ

ଚେନ୍ନାଇ: ସାଉଥ୍ ଷ୍ଟାର ଆଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’ର କ୍ରେଜ୍ ଦେଶର କୋଣେ କୋଣେ ଦେଖିବାକୁ ମିଳିଥିଲା । ଦର୍ଶକେ ତାଙ୍କ ଦେଶୀ ଲୁକ୍ସ ଉପରେ...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ, ବିରୁଷ୍କା ବି ପଛରେ

୨୦୧୬ରେ ଆମୀର ଖାନଙ୍କ ସୁପରହିଟ ଚଳଚ୍ଚିତ୍ର ‘ଗଜିନରେ’ ଅଭିନୟ କରିଥିଲେ ଅଭିନେତ୍ରୀ ଆସିନ ଥଟ୍ଟୁମକାଲ। ସେ ଦକ୍ଷିଣ ଭାରତର ସବୁଠାରୁ ଦାମୀ ଅଭିନେତ୍ରୀ ଭାବେ ମଧ୍ୟ...

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର...

୭୯ରେ ଶେହନଶାହ

ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ୭୯ ବର୍ଷରେ ପାଦ ରଖିଛନ୍ତି । ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ରବିବାର ରାତିରୁ ମୁମ୍ବାଇ ସ୍ଥିତ ତାଙ୍କ...

କରୋନା ଯୁଦ୍ଧରେ ବିଜୟୀ ହେବା ପରେ ପ୍ରଥମ ଫଟୋ ଶେୟାର କଲେ କନିକା

ମୁମ୍ବାଇ: ବଲିଉଡ୍‌ ସିଙ୍ଗର କନିକା କପୁର କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ପ୍ରତିଦିନ ତାଙ୍କ ସ୍ବାସ୍ଥ୍ୟକୁ ନେଇ କିଛି ନା କିଛି ଖବର...

ବିଗ୍‌ବିଙ୍କ ନାତୁଣୀ ନବ୍ୟା ନୂଆ ଅତିଥିଙ୍କ ସହ ଶେୟାର କଲେ ଫଟୋ

ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲି ନନ୍ଦା ଅନେକ ସମୟରେ ଚର୍ଚ୍ଚାକୁ ଆସିଥାନ୍ତି। ନବ୍ୟା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହିଥାନ୍ତି। ନିକଟରେ...

ସ୍ମୃତି @ ୬୦

ଡ. ରଜନୀ ରଞ୍ଜନ। ପେସା ଅଧ୍ୟାପନା, ହେଲେ ନିଶା ସଂଳାପ ରଚନା। ଓଲିଉଡ୍‌ର ଜଣେ ଆଗଧାଡ଼ିର ସଂଳାପକାର ଭାବରେ ସାଉଁଟିଛନ୍ତି ଅନେକ ପ୍ରଶଂସା। ଚଳିତ ମାସ...

ସଙ୍ଗିତ ମାଧ୍ୟମରେ ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନେହା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୧୫ ଦିନରୁ ଊର୍ଦ୍ଧ୍ୱ ସମୟ ହୋଇ ଯାଇଥିଲେ ମଧ୍ୟ ତାଙ୍କ ପ୍ରଶଂସକ ସହଜରେ ଏହାକୁ ଗ୍ରହଣ...

Advertisement
Archives

Model This Week