କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !

ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ତେବେ କରୋନାର ମୁକାବିଲା ପାଇଁ ପୃଥିବୀର ସମସ୍ତ ରାଷ୍ଟ୍ର ଏକଜୁଟ ହୋଇଛନ୍ତି। ଅଷ୍ଟ୍ରେଲିଆରେ ଇତିମଧ୍ୟରେ କରୋନା ପ୍ରତିଷେଧକ ଟୀକା ପାଇଁ ପରୀକ୍ଷଣ ଜାରି ରହିଛି। ଏସମ୍ପର୍କରେ କମନଓ୍ବେଲଥ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ(ସିଏସ୍‌ଆଇଆର୍‌ଓ)ର ବୈଜ୍ଞାନିକ ସୂଚନା ଦେଇଛନ୍ତି। ପ୍ରତିଷେଧକ ଟୀକା ପ୍ରସ୍ତୁତ ହେବା ପରେ ଆଉ କରୋନାର ଭୟ ରହିବ ନାହିଁ ବୋଲି ସିଏସ୍‌ଆଇଆର୍‌ଓ କହିଛି। ଏଭଳି ମହାମାରୀଠାରୁ ରକ୍ଷା ପାଇବାର ଏକମାତ୍ର ଉପାୟ ପ୍ରତିଷେଧକ ଟୀକା। ଏହାର ପ୍ରସ୍ତୁତି ନେଇ ଗବେଷଣା ଜାରି ରହିଛି। ଖୁବ୍‌ ଶୀଘ୍ର ବୈଜ୍ଞାନିକଙ୍କୁ ଏଥିରେ ସଫଳତା ମିଳିବ। ସମଗ୍ର ମାନବ ସମାଜ ଏହାଦ୍ୱାରା ଉପକୃତ ହେବ ବୋଲି ସିଏସ୍‌ଆଇଆର୍‌ଓ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri