କରୋନା ପୀଡ଼ିତଙ୍କ ଚିକିତ୍ସା ପାଇଁ ମଡ ଆଇଲ୍ୟାଣ୍ଡ ଘରକୁ ଖୋଲିଲେ ସୋନୁ

ମୁମ୍ବାଇ: ବଲିଉଡ୍‌ ଦୁନିଆ କରୋନା ଭାଇରସର ମୁକାବିଲା କରିବାକୁ ଆଗକୁ ଆଗେଇ ଆସିଥିବା ଦେଖାଯାଇଛି। ଏବେ ବଲିଉଡ୍‌ ଗାୟକ ସୋନୁ ନିଗମ ଏ କ୍ଷେତ୍ରରେ ନିଜର ସହଯୋଗ ଦେଇଛନ୍ତି। ଏବେ ସେ ଦେଶ ବାହାରେ ଅର୍ଥାତ୍‌ ଦୁବଇରେ ଥାଇ ମଧ୍ୟ ଭାରତରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଓ ସ୍ବାସ୍ଥ୍ୟକର୍ମୀଙ୍କ ରହିବା ଲାଗି ତାଙ୍କ ମଡ ଆଇଲ୍ୟାଣ୍ଡରେ ଥିବା ଘରକୁ ଖୋଲିଦେବେ ବୋଲି କହିଛନ୍ତି। ସୋନୁ କହିଛନ୍ତି ଇଟାଲୀ, ସ୍ପେନ, ଆମେରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି ସତ। ହେଲେ ଏହାର ମୁକାବିଲା କରିବା ପାଇଁ ସେମାନେ ମାଇଲ ମାଇଲ ଦୂର ପର୍ଯ୍ୟନ୍ତ ଆପାତକାଳୀନ ଶିବିର ଖୋଲି ଦେଉଛନ୍ତି। ହେଲେ ଭାରତର ସ୍ଥିତି ଅଲଗା। ଏଠାରେ ରୋଗୀଙ୍କର ଚିକିତ୍ସା କରିବା ପାଇଁ ପର୍ଯ୍ୟାପ୍ତ ପରିମାଣର ସୁବିଧା ନାହିଁ। ତେଣୁ ଯେଉଁମାନଙ୍କର ଘର ଖାଲି ରହିଛି ସେମାନେ ଏହି ସମୟରେ କରୋନା ସଂକ୍ରମିତଙ୍କ ଚିକିସା ପାଇଁ ଏହାକୁ ଖୋଲି ଦେବାକୁ ସେ ଅପିଲ କରିଛନ୍ତି। ସୂଚନାଯୋଗ୍ୟ, ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ଛୁଇଁବାକୁ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଆଗକୁ ଯେମିତି ଏହାକୁ ନିୟନ୍ତ୍ରଣ କରାଯାଇ ପାରିବ ସେଥିପାଇଁ ସବୁ ସ୍ତରରେ ପ୍ରୟାସ ଜାରି ରହିଛି। ଏ କ୍ଷେତ୍ରରେ କେତେଜଣ ବଲିଉଡ୍‌ ସେଲିବ୍ରିଟି କୋଟି କୋଟି ଟଙ୍କା ସହୟତା ମଧ୍ୟ ଯୋଗାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ୍‌ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର...

ଆଇପିଏଲ ଫାଇନାଲରେ ହୋଷ୍ଟ କରିବେ ସଲମାନ ଏବଂ କ୍ୟାଟ୍ରିନା

ସଲମାନ ଏବଂ କ୍ୟାଟ୍ରିନା ଆଇପିଏଲ୍‌ ଫାଇନାଲରେ ମ୍ୟାଚକୁ ହୋଷ୍ଟି କରିବା ପାଇଁ ଆସିବେ। ଏହା ସହିତ ନିଜର ଅପକମିଙ୍ଗ୍‌ ଫିଲ୍ମ ‘ଭାରତ’ର ପ୍ରମୋଶନ ମଧ୍ୟ କରିବେ।...

କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୯ ହଜାର ଟପିଲା; ୩୪ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୩୯ ହଜାର ୫୮୬ରେ ପହଞ୍ଚିଛି। ସେହିପରି...

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ;  ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ...

ଭିକ୍କି କୌଶଲ- ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ,୨୩।୧୨: ଆୟୋଜିତ ହୋଇଯାଇଛି ୨୦୧୯ର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହି...

ମାସ୍କ ନ ପିନ୍ଧି ବିବାହ ଉତ୍ସବରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦେବନାଗିରି,୧୫।୬: କର୍ନାଟକର ସ୍ବାସ୍ଥମନ୍ତ୍ରୀ ବି. ଶ୍ରୀରାମମୁଲୁ ଏକ ବିବାହ ଉତ୍ସବରେ ମାସ୍କ ନ ପିନ୍ଧି ଯୋଗଦେଇଥିବା ଦେଖିବାକୁ ମିଳିଛି। ପୂର୍ବତନ ମନ୍ତ୍ରୀ ପରମେଶ୍ୱର ନାଏକଙ୍କ ପୁଅ...

ପୋଷ୍ଟମ୍ୟାନ୍‌ଙ୍କୁ ଗାଁରେ ପୂରାଇ ଦେଲେନି ଲୋକେ

କୃଷ୍ଣପ୍ରସାଦ,୧୧ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଗାଁ ଗାଁରେ ଲକ୍‌ଡାଉନ। ଗଁ। ମୁଣ୍ଡରେ ବାଉଁଶ ବତାରେ ବାଡ଼ ବାନ୍ଧି କୌଣସି ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ...

ଏହି ଫିଲ୍ମରୁ ସର୍ବାଧିକ ଆୟ କରିଥିଲେ ପ୍ରିୟଙ୍କା

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁଲାଇ ୧୮ରେ ପ୍ରିୟଙ୍କା ଚୋପ୍ରାଙ୍କ ୩୮ତମ ଜନ୍ମଦିନ। ପ୍ରିୟଙ୍କା ଖାଲି ବଲିଉଡ୍‌ରେ ନୁହେଁ, ହଲିଉଡ୍‌ରେ ମଧ୍ୟ ଏକ ପରିଚିତ ନାମ। ଆଜିର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *