କରୋନା ପୀଡ଼ିତ ପିଜା ଡେଲିଭରି ବୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ରିପୋର୍ଟ ଆସିଲା

ନୂଆଦିଲ୍ଲୀ,୨୦।୪: ଦକ୍ଷିଣ ଦିଲ୍ଲୀରେ ଜଣେ ପିଜା ଡେଲିଭରି ବୟ କରୋନା ଭାଇରସରେ ସଂକ୍ରମିତ ହେବା ପରେ ପାଖାପାଖି ୭୨ ପରିବାରକୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଏହାସହ ଉକ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କର କେତେଜଣ ସହଯୋଗୀଙ୍କୁ ମଧ୍ୟ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଏହି ଘଟଣାରେ ହାଇରିକ୍ସରେ ଥିବା ୧୬ ଜଣଙ୍କର ନମୁନା ପରୀକ୍ଷାର ରିପୋର୍ଟ ସୋମବାର ଆସିଛି। ଏଥିରେ ସମସ୍ତ ୧୬ ଜଣଙ୍କର ରିପୋର୍ଟ ନେଗେଟିଭ ଥିବାରୁ ଏହା ଦିଲ୍ଲୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛି। ସୂଚନାଯୋଗ୍ୟ, ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୦୦୩ରେ ପହଞ୍ଚିଥିବା ବେଳେ ଏହା ସରକାରଙ୍କ ଚିନ୍ତା ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ: ଭାରତ ସରକାର ଜାରି କଲେ ୧୨୫ ଟଙ୍କିଆ କଏନ୍‌

ନୂଆଦିଲ୍ଲୀ,୩୦।୧୦: ପୃଥିବୀରେ ଯୋଗ ଶିକ୍ଷାର ପ୍ରସାର କରାଇଥିବା ପରମହଂସ ଯୋଗାନନ୍ଦଙ୍କ ୧୨୫ତମ ଜୟନ୍ତୀ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ୧୨୫ ଟଙ୍କିଆ କଏନ୍‌ ଜାରି କରାଯାଇଛି।...

କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ...

୧୭ ଜୀବନ ନେଲାଣି କରୋନା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ମାର୍ଚ୍ଚ ୧୫ରେ ପ୍ରଥମ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଆକ୍ରାନ୍ତଙ୍କ...

୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭାଜପା କାଉସିଲର ଗିରଫ

ନୂଆଦିଲ୍ଲୀ,୫।୧୨-ଗୋଟିଏ ଘର ତିଆରିକୁ ଅନୁମତି ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭାଜପା କାଉସିଲର ମନୋଜ ମାହାଲାୱତଙ୍କୁ ଶୁକ୍ରବାର ସିବିଆଇ...

ପୋଲିସ ହାତରୁ ବନ୍ଧୁକ ଛଡାଇ ନେଇଥିଲେ ଅଭିଯୁକ୍ତ: କମିଶନର

ହାଇଦ୍ରାବାଦ,୬।୧୨: ଏବେ ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଛି ହାଇଦ୍ରାବାଦ ଏନ୍‌କାଉଣ୍ଟର। ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସାଇବରାବାଦ ପୋଲିସ କମିଶନର ଭିସି ସାଜନର ଏକ...

ନିର୍ଭୟା ବଳାତ୍କାରୀଙ୍କ ସହ ୪ ଦିନ ଜେଲରେ ରୁହନ୍ତୁ ଇନ୍ଦିରା ଜୟସିଂ: କଙ୍ଗନା

ମୁମ୍ବାଇ,୨୩।୧: ବଲିଉଡ୍‌ର ‘ପଙ୍ଗା’ ଅଭିନେତ୍ରୀ କଙ୍ଗନା ରାନାଓ୍ବତ କିଛି କା କିଛି ବିବାଦୀୟ ବୟାନ ଦେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। ଏଥର ସେ...

ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ...

ବୁଷ୍ଟର ଡୋଜ୍‌ ନେବାକୁ ଦେଶ ଛାଡୁଛନ୍ତି ଭାରତୀୟ…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଏକ ରିପୋର୍ଟ ପ୍ରକାଶ ପାଇଛି ଯେ, ଓମିକ୍ରନ୍‌ ଭୟରେ ବହୁ...

Advertisement
Archives

Model This Week