କରୋନା ପ୍ରତିକାର: ବିଶୋଧନ ହେଲା ସାକ୍ଷୀଗୋପାଳ ମନ୍ଦିର , ବଜାର

ସାକ୍ଷୀଗୋପାଳ,୧୪।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଦୁରେଇ ରହିବା ନିମନ୍ତେ ସାଧାରଣ ଲୋକ ଚଳାଚଳ କରୁଥିବା ସ୍ଥାନକୁ ବିଶୋଧନ କରାଯାଇଛି। ମଙ୍ଗଳବାର ସକାଳେ ସ୍ଥାନୀୟ ଆଗ୍ନିଶମ କେନ୍ଦ୍ର ଅଧିକାରୀ ମନୋଜ କୁମାର ପାତ୍ର କର୍ମଚାରୀଙ୍କ ସହ ସୋଡିୟମ ହାଇପୋକ୍ଲରାଇଡ ଜଳ ସିଞ୍ଚନକରି ଏହି କ୍ରମରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର, ବଜାର, ଦୋଳବେଦୀ ଛକ, ଚନ୍ଦନ ମଣ୍ଡପ ଓ ଆଚାର୍ଯ୍ୟ ହରିହର ଶିଶୁ ଭବନ ସମେତ ଏହା ସଂଲଗ୍ନ ରାସ୍ତାକୁ ବିଶୋଧନ କରାଯାଇଛି। ପୂର୍ବରୁ ସାକ୍ଷୀଗୋପାଳ ଡାକ୍ତରଖାନା, ବସ୍‌ଷ୍ଟାଣ୍ଡ, ବ୍ୟାଙ୍କ ଛକ, ବ୍ଲକ ଓ ଥାନାକୁ ବିଶୋଧନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଚଣା ପୋଲିସର ସଡ଼କ ସୁରକ୍ଷା ସଚେତନତା

ଚଣ୍ଡିଖୋଲ,୧୧-୯(ଡି.ଏନ.ଏ)- ନୂଆ ମୋଟରଯାନ ଆଇନ କଡ଼ାକଡ଼ି ଲାଗୁ ହେବା ପରଠାରୁ ମୋଟରସାଇକେଲ ଆରୋହୀମାନେ ବିଶେଷଭାବେ ଭୟଭିତ ହୋଇପଡ଼ିଛନ୍ତି। ବହୁ ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବା...

ଟ୍ରକ୍‌ ପଛରେ ଧକ୍କା ଦେଲା ଆମ୍ବୁଲାନ୍ସ

ଆନନ୍ଦପୁର,୨୦ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ନିକଟସ୍ଥ ବାଲିଯୋଡ଼ି ନିକଟରେ ଏକ ଟ୍ରକ୍‌ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ଆହତ ହୋଇଥିବା ବେଳେ...

ପରୀକ୍ଷା ସରିବାର ୧୦ଦିନ ପରେ ମିଳିଲା ଆଡମିଟ କାର୍ଡ

ଲୋଇସିଂହା,୨୨।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରଧିଆପାଲି ପୋଷ୍ଟମାଷ୍ଟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ପୋଷ୍ଟ ଅଫିସ ଅଧୀନ ପଣ୍ଡକିଟାଲ ଗାଁର...

ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ

ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ...

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର...

୫ ବର୍ଷିଆ ମରାମତି ନାଁରେ ଚାଲିଛି ଲୁଟ୍‌

ମାଲକାନଗିରି, ୬।୧୨(ଡି.ଏନ.ଏ.):ମାଲକାନଗିରି ଜିଲା କାଲିମେଳା ମୁଖ୍ୟ ସଡକଠାରୁ କବାସିଗୁଡାକୁ ସଂଯୋଗ କରୁଥିବା ଗ୍ରାମ୍ୟ ସଡକର ୫ ବର୍ଷିଆ ମରାମତି ନଁାରେ ଲକ୍ଷାଧିକ ଟଙ୍କା ହେରଫେର କରାଯାଉଥିବା...

ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ହେଲେ ପ୍ରଶାନ୍ତ କୁମାର ନାୟକ

ଗଞ୍ଜାମ,୫।୧୧(ଡି.ଏନ୍‌.ଏ.): ଭାରତୀୟ ଜନତା ପାର୍ଟିରେ ଦୀର୍ଘ ବର୍ଷ ଧରି ବିଭିନ୍ନ ପଦ ପଦବୀରେ ରହିଆସିଛନ୍ତି ବର୍ତ୍ତମାନର ଗଞ୍ଜାମ ବ୍ଲକ ଅଧକ୍ଷ ଥିବା ପ୍ରଶାନ୍ତ କୁମାର ନାୟକ।...

ଘର ଭାଙ୍ଗିଲେ ହାତୀପଲ

ବଡ଼ଗାଁ,୭।୯(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜଙ୍ଗଲକୁ ଆସିଥିବା ୧୮ଟି ହାତୀପଲ କିଛିଦିନର ବ୍ୟବଧାନ ପରେ ପୁଣି ଉପଦ୍ରବ ଆରମ୍ଭ କରିଛନ୍ତି।...

Advertisement
Archives

Model This Week