କରୋନା ପ୍ରତିରୋଧ ଲାଗି ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ପକ୍ଷରୁ ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ କରାଯାଇଛି। ଏଥିରେ ରାଜ୍ୟର ୨୦ ଜିଲାର ୧୪୦ ସ୍କାଉଟ ମାଷ୍ଟର ଓ ଗାଇଡ୍‌ କ୍ୟାପ୍‌ଟେନ ସାମିଲ ହୋଇଛନ୍ତି। ସେମାନେ ନିଜ ନିଜ ଜିଲାରେ ସଚେତନତା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରଠାରେ ଅନୁଷ୍ଠିତ କର୍ମଶାଳାରେ କିମ୍ସର ଡାକ୍ତର ପ୍ରଣବ କୁମାର ମହାପାତ୍ର, ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସର ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡ. କାଳିପ୍ରସାଦ ମିଶ୍ର ଯୋଗଦେଇ ସେମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ଏହି ଅବସରରେ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର...

ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ଥିଲେ ବିଧାୟକଙ୍କ ପିଏସ୍‌ଓ

ଭୁବନେଶ୍ୱର, ୩୦। ୮ (ବ୍ୟୁରୋ): କରୋନା ମହାମାରୀରେ ୨୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ଆଉଜଣେ କରୋନା ଯୋଦ୍ଧା ଆଖି...

୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍‌ଆଇ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ...

କୋଟିଆରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ପଟ୍ଟାଙ୍ଗୀ,୧୨ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ସବୁ ଦଳ ମଧ୍ୟରେ ସେତିକି ତତ୍ପରତା ପ୍ରକାଶ ପାଉଛି। ଏକ୍ଷେତ୍ରରେ ମଧ୍ୟ ପ୍ରଶାସନ ପଛରେ ପଡିନାହିଁ।...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୭ନଂ ଗେଟ୍‌: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍‌ରେ...

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ...

ଘରୋଇ କଳହକୁ ନେଇ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

ଚୌଦ୍ୱାର, ୧୫।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହି ପାଖ ଗୋପୀନାଥ ପଡ଼ାରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା...

୩ ବର୍ଷରେ ଟ୍ରିବ୍ୟୁନାଲଙ୍କ ପାଇଁ ୬.୫୬ କୋଟି ଖର୍ଚ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ଜଳ ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ...

Advertisement
Archives

Model This Week