କରୋନା ପ୍ରତିରୋଧ ଲାଗି ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ପକ୍ଷରୁ ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ କରାଯାଇଛି। ଏଥିରେ ରାଜ୍ୟର ୨୦ ଜିଲାର ୧୪୦ ସ୍କାଉଟ ମାଷ୍ଟର ଓ ଗାଇଡ୍‌ କ୍ୟାପ୍‌ଟେନ ସାମିଲ ହୋଇଛନ୍ତି। ସେମାନେ ନିଜ ନିଜ ଜିଲାରେ ସଚେତନତା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରଠାରେ ଅନୁଷ୍ଠିତ କର୍ମଶାଳାରେ କିମ୍ସର ଡାକ୍ତର ପ୍ରଣବ କୁମାର ମହାପାତ୍ର, ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସର ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡ. କାଳିପ୍ରସାଦ ମିଶ୍ର ଯୋଗଦେଇ ସେମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ଏହି ଅବସରରେ ସଚେତନତା ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୦ରୁ କଲେଜ-ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଶୁକ୍ରବାର ବନ୍ଦ ଘୋଷଣା କରାଯାଇଛି। ଜାନୁୟାରୀ ୧୦ରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କେବଳ...

ଝରିଗାଁରେ କରୋନା ଭୟ: ଶ୍ରୀହରିକୋଟାରୁ ଫେରିଥିବା ୨ ଯୁବକଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ

ଝରିଗାଁ,୧୪।୩(ସ୍ବ.ପ୍ର.): ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମଧ୍ୟ ଏହି ଆତଙ୍କ ଖେଳିଯାଇଛି। ପ୍ରାପ୍ତ ସୂଚନାରୁ...

ରାଜଧାନୀରେ ପୁଣି ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ...

ପ୍ରାଚୀ ଉପତ୍ୟକାରୁ ଶ୍ରୀକ୍ଷେତ୍ରକୁ ପଠାଗଲା ଫଳ: ଅଣସର ଘରେ ଲାଗିବ ଭୋଗ

କାକଟପୁର, ୨୫।୬(ଡି.ଏନ୍‌.ଏ.)-ସ୍ନାନପୂର୍ଣ୍ଣିମାରେ ସ୍ନାନ କରି ଶ୍ରୀକ୍ଷେତ୍ରର ଶ୍ରୀଜୀଉମାନେ ଜ୍ୱରରେ ପୀଡ଼ିତ ହୋଇ ଏବେ ଅଣସର ଘରେ ବିଶ୍ରାମ ନେଉଛନ୍ତି। ଦଇତାପତି ଏବଂ ପତିମହାପାତ୍ର ସେବକମାନେ ଗୁପ୍ତ...

ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ।...

ମା’ ସମଲେଶ୍ୱରୀଙ୍କ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ

ସମ୍ବଲପୁର,୧।୬(ବ୍ୟୁରୋ): ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି। ପୂଜକମାନଙ୍କ ସହମତିରେ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଗୁରୁବାରଠାରୁ...

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪...

ଦଳରେ ରହି ସୌମ୍ୟବାବୁ ବ୍ଲାକ୍‌ମେଲିଂ କରୁଛନ୍ତି: ଅତନୁ

ଭୁବନେଶ୍ୱର,୯ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ...

Advertisement
Archives

Model This Week