କରୋନା ପ୍ରତିଷେଧକ ଟୀକା: ୪୦୦ ଗବେଷକ ଦିନରାତି କରୁଛନ୍ତି ଗବେଷଣା, ୮୦୦ କୋଟି ଡଲାର ଅନୁଦାନ ଦେଇଛନ୍ତି ୪୦ ଦେଶ

ଜେନେଭା,୧୩।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ଏବଂ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ୪୦୦ ଗବେଷକ ଦିନରାତି ଗବେଷଣା କରୁଛନ୍ତି। ଏଥିରେ ୧୦୦ଟି ସଂସ୍ଥା କାମ କରୁଛି। ଗବେଷଣା ଜାରି ରଖିବା ପାଇଁ ପୃଥିବୀର ୪୦ଟି ଦେଶ ପକ୍ଷରୁ ୮୦୦ କୋଟି ଡଲାର ଅନୁଦାନ ଯୋଗାଇ ଦିଆଯାଇଛି ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରେୟିସସ୍‌ ସୂଚନା ଦେଇଛନ୍ତି। ଜାତିସଂଘର ଆର୍ଥିକ ଏବଂ ସାମାଜିକ ପରିଷଦର ଏକ ଭିଡ଼ିଓ କନଫରେନ୍ସିଂ ବୈଠକରେ ଯୋଗଦେଇ ସେ ଏପରି କହିଛନ୍ତି। କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ୧୨ରୁ ୧୮ ମାସ ଲାଗିବ ବୋଲି ସେ କହିଛନ୍ତି। ବିଭିନ୍ନ ଦେଶ ପକ୍ଷରୁ ଯୋଗାଇ ଦିଆଯାଇଥିବା ଅନୁଦାନ ପ୍ରର୍ଯ୍ୟାପ୍ତ ନୁହେଁ ବୋଲି ଟେଡ୍ରୋସ୍‌ ବୈଠକରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯ର ସଂଯୋଜକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଡକ୍ଟର ଆଶିଷ ଝା

ଓ୍ବାସିଂଟନ୍‌,୧୮।୩: ଭାରତୀୟ-ଆମେରିକୀୟ ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡକ୍ଟର ଆଶିଷ ଝା ଆସନ୍ତା ମାସରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ କୋଭିଡ-୧୯ର ସଂଯୋଜକ ଭାବରେ ଦାୟିତ୍ୱ ଗ୍ରହଣ କରିବେ ।...

୬ ମହଲା କୋଠା ଭୁଶୁଡ଼ିଲା, ଫସି ରହିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଲୋକ

ବେଜିଂ,୩୦ା୪: ଚାଇନାର  ହୁନାନ ଜିଲାରେ ୬ ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ିବା ପରେ ଅତି କମରେ ୩୯ ଜଣ ନିଖୋଜ ଅଛନ୍ତି ଏବଂ ୨୦ରୁ...

ଝିଅମାନଙ୍କୁ ଜହର ଦେଇଥିବା ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ମିଳୁ : ଆୟତୋଲ୍ଲା ଖୋମେନି…

ତେହେରାନ,୮।୩ : ଇରାନର ପ୍ରାୟ ୨୩୦ ଟି ବିଦ୍ୟାଳୟରେ ପାଞ୍ଚ ହଜାରରୁ ଅଧିକ ଛାତ୍ରୀଙ୍କୁ ଜହର ଦିଆଯାଇଥିବା ଅଭିଯୋଗ ନେଇ ଦେଶର ପ୍ରଭାବଶାଳୀ ନେତା ଆୟତୋଲ୍ଲା...

ସଙ୍କଟଗ୍ରସ୍ତ ଦୁନିଆରେ ଭାରତ ଭବିଷ୍ୟତର ପାଲଟିଛି ଭରସା: ବିଲ୍‌ ଗେଟ୍ସ

କାଲିଫର୍ନିଆ,୨୩।୨: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ତଥା ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ ତାଙ୍କ ବ୍ଲଗ ‘ଗେଟ୍ସ ନୋଟ୍ସ’ରେ ଭାରତକୁ ପ୍ରଶଂସା କରିଛନ୍ତି।...

ଜିନିଷ କିଣିବାର ୨୪ ଘଣ୍ଟା ମଧ୍ୟରେ କରୋନା ପଜିଟିଭ ଜଣାପଡ଼ିଲେ ୫୦ ହଜାର ଟଙ୍କାର କ୍ୟାଶବ୍ୟାକ୍‌: ଏଭଳି ଅଫର ଦେଇ ଦୋକାନ ସିଲ୍‌

ବ୍ୟବସାୟୀମାନେ ନିଜର ଲାଭ ପାଇଁ କିଛି ବି କରିପାରନ୍ତି। କରୋନା ସମୟରେ କେରଳର ଜଣେ ଦୋକାନୀ ନିଜ ବ୍ୟବସାୟ ପାଇଁ ଏକ ଅଦ୍ଭୁତ ଅଭିନବ ଅଫର୍‌...

‘ଆସନ୍ତା ସପ୍ତାହରେ ଆକ୍ରମଣ କରିବ ରୁଷିଆ’

ଓ୍ବାଶିଂଟନ,୧୯ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ସେ ନିଶ୍ଚିତ ଯେ, ରୁଷିଆ ଆସନ୍ତା ସପ୍ତାହରେ ୟୁକ୍ରେନ ଉପରେ ଆକ୍ରମଣ କରିବ। ଏହି କାରଣରୁ ରୁଷିଆ...

CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

ରାଜ୍ୟରେ ୪୧୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

Advertisement
Archives

Model This Week