କରୋନା ପ୍ରତିହତ ପାଇଁ ଗାଁ ଗାଁରେ ଶପଥ ପାଠ କରାଇଲା ପୋଲିସ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ.): କରୋନା ସଂକ୍ରମିତକୁ ପ୍ରତିହତ କରିବା ପାଇଁ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଦିନରାତି ବିଭିନ୍ନ ଗାଁ, ଛକ ବଜାର ବ୍ଲକିଂ ସହ ପାଟ୍ରୋଲିଂ କରି ଅମାନିଆଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେଉଛି। ସୋମବାର ଆଇଆଇସି କୌଶିକ ମାଝି ପର୍ତ୍ତମାହା ଅଞ୍ଚଳରେ ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ କରାଇଥିବା ବେଳେ ସବଇନ୍ସପେକ୍ଟର ଅନିଲ କୁମାର ଦେବତ୍ତା ଦୁର୍ଗମ ଗ୍ରାମ ବାଡ଼ାବାଙ୍ଗା ସମେତ ସିକକେତା, ଜଙ୍ଗଲଘର, ପାଡୁନବାଡ଼ି ଆଦି ଅଞ୍ଚଳରେ ସଚେତନ କରାଇବା ସହ ହାତ ଧୋଇବା ପ୍ରଣାଳୀ, ଘରେ ପରିବାର ସହ ସୁରକ୍ଷିତ ରହିବା, ବାରମ୍ବାର ବାହାରେ ବୁଲା ବନ୍ଦ, ପ୍ରଶାସନର ବାର୍ତ୍ତା ପାଳନ, ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବା ଆଦି ନେଇ ଶପଥ କରାଇଥିଲେ। ସେହିପରି ରାଜ୍ୟ ବାହାରୁ ଫେରିଥିବା ଲୋକ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ ଶପଥ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri