କରୋନା ପ୍ରତିହତ ପାଇଁ ସଚେତନ କଲେ ବିଧାୟକ, ପ୍ରଶାସନିକ ଅଧିକାରୀ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣୁ ରୋକିବା ନିମନ୍ତେ ସବୁସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ଅଧିକାରୀ ରାଜେନ୍ଦ୍ର କୁମାର ରଞ୍ଜିତ, ସରପଞ୍ଚ କୁମୁଦ ମଲିକ ପ୍ରମୁଖ ଯୋଗଦେଇ ଲୋକଙ୍କୁ କରୋନା ପାଇଁ ଶପଥ ପାଠ କରାଇଥିଲେ। ସଚେତନ କରାଇବା ସହ ଜରୁରୀ କାମ ଥିଲେ ଘରୁ ବାହାରନ୍ତୁ ନ ହେଲେ ଘରେ ରୁହନ୍ତୁ, ଯଦି ବାହାରନ୍ତି ମାସ୍କ ପିନ୍ଧି ବାହାରନ୍ତୁ, ୨୦ସେକେଣ୍ଡ ପର୍ଯ୍ୟନ୍ତ ହାତଧୁଅନ୍ତୁ ଭଳି ବିଭିନ୍ନ ବାର୍ତ୍ତା ଦେବା ସହ ମାସ୍କ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଖୁସି ଖବର

ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍‌ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍‌ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ...

କୋରାପୁଟ ଜିଲାରେ ୧୫୪୭.୭ ମିମି ବର୍ଷା ରେକର୍ଡ : ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨ ମିମି

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୧୫୪୭.୭ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି। ସେଥିମଧ୍ୟରୁ ଜିଲାର ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨...

ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ

ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ...

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା....

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ...

ବଳକା ଧାନ ବିକ୍ରି ଚିନ୍ତା

ଢେଙ୍କାନାଳ ଅଫିସ, ୧୩।୨:ମିଳିଥିବା ଟୋକନ ଅନୁଯାୟୀ ବିକ୍ରି ସରିଛି ଧାନ। ହେଲେ ଅମଳ ତୁଳନାରେ ଏହା ଯଥେଷ୍ଟ କମ୍‌। ବଳିଯାଇଥିବା ଧାନ ଅସୁରକ୍ଷିତ ଭାବେ ଖଳାରେ...

ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ୫ ଅସୁସ୍ଥ

ଆରଡ଼ି,୧୦ା୬(ଡି.ଏନ୍‌.ଏ.): ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଆରଡି ଫାଣ୍ଡି ଅନ୍ତର୍ଗତ...

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ...

Advertisement
Archives

Model This Week