କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍‌ଏସି

ବିଜେପୁର, ୩୧।୩(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍‌ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସଚେତନତା ସୃଷ୍ଟି କରୁଛନ୍ତି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ସାନିଟାଇଜର ସ୍ପ୍ରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ପାଣି ସହ ଫିନାଇଲ ମିଶାଇ ସ୍ପ୍ରେ କରାଯାଉଛି। ଏହି କାର୍ଯ୍ୟରେ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି। ତହସିଲଦାର କୁଳମଣି ରଣବିଡ଼ା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର, ଆଇଆଇସି ରାଜେନ୍ଦ୍ର ସିଆଲ, ଅଗ୍ନିଶମ ଅଧିକାରୀ ଭ୍ରମରବର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନବସତିରେ ଦନ୍ତା ଦୌରାତ୍ମ୍ୟ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ଦାନ୍ତ କଟାଯାଇଥିବା ଦନ୍ତା ହିଂସ୍ର ହୋଇଉଠିଛି। ଜନବସତିରେ ପଶି ହାତୀ ଦୌରାତ୍ମ୍ୟ ସୃଷ୍ଟି କରୁଛି।...

ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା...

ତେନ୍ତୁଳିଆ ଗ୍ରାମ ନିକଟ ଜଙ୍ଗଲରୁ ଛେଳି ଉଭାନ: ପୁଣି ବାଘ ଆତଙ୍କ, ଲାଗିବ ଟ୍ରାପ କ୍ୟାମେରା

ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା...

ଏଠାରେ କରୋନା ଭୟ ଶୂନ: ମାତ୍ର ୭୫ ଟଙ୍କାରେ ଘର କିଣି ରହିପାରିବେ

କରୋନା ଭାଇରସ ସମଗ୍ର ବିଶ୍ୱର ହଇଚଇ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିଲା ଏହି ମରାମାରୀ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ...

ଗଣେଶ ଭସାଣିକୁ ନେଇ ଗୋଷ୍ଠୀ କନ୍ଦଳ:ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ଗଣ୍ଡଗୋଳ

ନୂଆଗାଁ,୬ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପାରାଢିପି ଗ୍ରାମରେ ବୁଧବାର ଗଣେଶ ପୂଜା ଭସାଣି ବେଳେ ସବର୍ଣ୍ଣ ଓ ଅସବର୍ଣ୍ଣ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ...

ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ...

ପଞ୍ଜାବରେ ଆଉ ୨ ସପ୍ତାହ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୨୯।୪: କରୋନା ଭାଇରସ୍‌ ମହାମାରୀ ପ୍ରକୋପ ଜାରି ରହିଥିବାରୁ ପଞ୍ଜାବ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କର୍ଫ୍ୟୁ ଓ...

ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ...

Coronavirus Update

Archives

Model This Week

Why Dharitri