କରୋନା ପ୍ରତିହତ ଲାଗି ସଫେଇ କାର୍ଯ୍ୟ ଜାରି

ବସ୍ତା,୨୫।୩(ଡି.ଏନ୍‌.ଏ.): ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ୨୧ଦିନ ଲାଗି କଟକଣା ଜାରି କରାଯାଇଛି। ଫଳରେ ଲୋକେ ଘରୁ ବାହାରୁ ନାହାନ୍ତି। ଏହି ଭାଇରସ୍‌କୁ କିପରି ପ୍ରତିରୋଧ କରାଯାଇପାରିବ ସେନେଇ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ସଦାନନ୍ଦପୁର ପଞ୍ଚାୟତର ନାଏବ ସରପଞ୍ଚ ଗୌରାଙ୍ଗ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ଅଞ୍ଚଳରେ ସଫେଇ କାର୍ଯ୍ୟ ଜାରିରହିଛି। ଏଗାରଶହ କ୍ଲବର ସଦସ୍ୟମାନେ ହାତରେ ଗ୍ଲୋବ୍ସ ଏବଂ ମାସ୍କ ପିନ୍ଧି ଲୋକଙ୍କୁ ସଚେତନ କରାଇବା ସହ ଗାଁ ସନ୍ନିକଟ ଡ୍ରେନ୍‌ ଏବଂ ଅଳିଆ ଆବର୍ଜନା ସଫା କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?