କରୋନା ପ୍ରଭାବ: ନାଲ୍‌କୋରେ ଉତ୍ପାଦନ କମିବା ଆଶଙ୍କା

ବଅଁରପାଳ, ୨୪।୩(ଡି.ଏନ.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାରା ଦେଶରେ ଲାଗୁ କରାଯାଇଛି ଲକ୍‌ଡାଉନ୍‌। ଏହାର ଗଭୀର ପ୍ରଭାବ ପଡ଼ିଛି ଶିଳ୍ପାନୁଷ୍ଠାନ ଉପରେ। ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ ନାଲ୍‌କୋ ମଧ୍ୟ ଏଥିରୁ ବାଦ୍‌ପଡ଼ିନି। ସଂକ୍ରମଣ ରୋକିବାକୁ ଗାଇଡ୍‌ଲାଇନ ଅନୁଯାୟୀ କମ୍ପାନୀ ପରିଚାଳିତ ହେଉଛି। ଉଭୟ ସ୍ମେଲଟର ଏବଂ ସିପିପି ପ୍ଲାଣ୍ଟରେ ମ୍ୟାନ୍‌ ପାଓ୍ବାର ହ୍ରାସ କରାଯାଇଛି। ସିପିଟିରେ ମଧ୍ୟ ସ୍ବଳ୍ପସଂଖ୍ୟକ ଶ୍ରମିକ କାମ କରିବାକୁ ଯାଉଛନ୍ତି। ଏସବୁ କାରଣରୁ ପ୍ଲାଣ୍ଟରେ ଉତ୍ପାଦନ ହ୍ରାସ ପାଇବା ଆଶଙ୍କା ଦେଖାଦେଇଛି।
ଅନ୍ୟପଟେ ନାଲ୍‌କୋ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଟାଉନଶିପ୍‌ ସେଣ୍ଟ୍ରାଲ ମାର୍କେଟ ଗେଟ୍‌, ଗିରାଙ୍ଗ ଛକ, କନ୍ୟାବେଡ଼ା ଛକରେ ଥିବା ଫାଟକଗୁଡ଼ିକରେ ସୁରକ୍ଷା କର୍ମୀ ମୁତୟନ ହୋଇଛନ୍ତି। କଲୋନୀ ଅଞ୍ଚଳରେ ଜନଗହଳି ଏଡ଼ାଇବାକୁ ଆବଶ୍ୟକ ଦୃଷ୍ଟି ଦିଆଯାଉଛି। ଅଚିହ୍ନା ଲୋକଙ୍କୁ କଲୋନୀରେ ପ୍ରବେଶ କରିବାକୁ ବାରଣ କରାଯାଇଛି। ଯାଞ୍ଚ କାର୍ଯ୍ୟ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁର, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁର। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri