କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିବ ‘କଳାଭୂମି’

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତତନ୍ତ ବିଭାଗ ଅନ୍ତର୍ଗତ ‘କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏ ନେଇ ବିଭାଗ ପକ୍ଷରୁ ସୂଚାଇ ଦିଆଯାଇଛି। ଶିଳ୍ପୀଗ୍ରାମ, ପୋଖରୀପୁଟଠାରେ କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟ ରହିଛି। ଏହି ବିଭାଗ ଅନ୍ତର୍ଗତ ସମସ୍ତ ତାଲିମ କେନ୍ଦ୍ରଗୁଡିକୁ ମଧ୍ୟ ବନ୍ଦ ରହିବବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ...

ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ...

‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ...

ଝାରସୁଗୁଡାରେ ଦମ୍ପତିଙ୍କୁ କରୋନା

ଝାରସୁଗୁଡା ଅଫିସ,୧୧ା୬-ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳରୁ ଗୁରୁବାର ଆଉ ୨ କରୋନା ରୋଗୀ (ଦମ୍ପତି) ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ...

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ...

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ...

ରାଜ୍ୟରେ ନିର୍ମାଣ ହେବ ୮୯ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ରାଜ୍ୟରେ ହେବ ପଞ୍ଚାୟତ ଏବଂ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲାରେ ୮୯ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ...

ଶଙ୍ଖ ଧରିଲେ ବିଶ୍ୱରଞ୍ଜନ : ୨୦୧୯ ନିର୍ବାଚନରେ ବରୀରୁ ହୋଇଥିଲେ ଭାଜପା ବିଧାୟକ ପ୍ରାର୍ଥୀ

ବରୀ,୨୯।୧୦(ଡି.ଏନ୍‌.ଏ.): ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଶେଷରେ ଅନ୍ତ ଘଟିଛି। ୨୦୧୯ ନିର୍ବାଚନରେ ବରୀ ଭାଜପାରୁ ପ୍ରାର୍ଥୀ ହୋଇଥିବା ବିଶ୍ୱ ରଞ୍ଜନ ମଲ୍ଲିକ...

Advertisement
Archives

Model This Week