କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିବ ‘କଳାଭୂମି’

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତତନ୍ତ ବିଭାଗ ଅନ୍ତର୍ଗତ ‘କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏ ନେଇ ବିଭାଗ ପକ୍ଷରୁ ସୂଚାଇ ଦିଆଯାଇଛି। ଶିଳ୍ପୀଗ୍ରାମ, ପୋଖରୀପୁଟଠାରେ କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟ ରହିଛି। ଏହି ବିଭାଗ ଅନ୍ତର୍ଗତ ସମସ୍ତ ତାଲିମ କେନ୍ଦ୍ରଗୁଡିକୁ ମଧ୍ୟ ବନ୍ଦ ରହିବବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଧରିଲା ଗୁଜରାଟ ପୋଲିସ

ପୁରୁଷୋତ୍ତମପୁର,୧୧ା୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା(୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ...

ରାମଦୋଳିରୁ ଖସିପଡ଼ିଲେ ଗୋଟିଏ ପରିବାରର ୪ ସଦସ୍ୟ

ରାଉରକେଲା,୧୧।୧୦(ସଙ୍ଗୀତା ଜେନା): ରାଉରକେଲା ଦୁର୍ଗାପୂଜାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସେକ୍ଟର-୬ ଟେଲିଫୋନ ଭବନ ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ମେଳାରେ...

ଅଡୁଆରେ ସୁଭଦ୍ରା ହିତାଧିକାରୀ, ଆଧାର ଲିଙ୍କ୍ କରୁ କରୁ ବ୍ୟଙ୍କ ଖାତରୁ ଟଙ୍କା ଗାଏବ

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଭଦ୍ରା ଯୋଜନା ମହିଳାଙ୍କ ପାଇଁ ଖୁସି ଆଣିଲା, କିନ୍ତୁ କିଛି ହିତାଧିକାରୀ ସୁଭଦ୍ରା ଯୋଜନାରେ ଅର୍ଥ ପାଇବାକୁ ଯାଇ ଏବେ ଅଡୁଆରେ।...

ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୧ା୧୦: ଦୁଇଦିନ ମଧ୍ୟରେ ଓଡିଶାରୁ ଅପସରି ଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ଅନୁକୂଳ ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୧ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ...

ଦାଦନ ଖଟିବାକୁ ଯାଇଥିଲେ: ଚାଲିଗଲା ଯୁବତୀଙ୍କ ଜୀବନ

ଦାରିଙ୍ଗବାଡି,୧୧।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଦାଦନ ଦୁଃଖ ଦେଖୁବାକୁ ମିଳିଛି। ଦାଦନ ଖଟିବାକୁ ଯାଇ ପୁଣି ଜଣେ ଯୁବତୀଙ୍କ ଅକାଳ...

ବାପାଙ୍କ ସହ ବୁଲିବାକୁ ଆସିଥିବା ବେଳେ ଶିଶୁପୁତ୍ର ଅପହରଣ: ୧୨ଦିନ ପରେ ହାଇଦ୍ରାବାଦରୁ…

ନୂଆପଡ଼ା,୧୧।୧୦: ବାପାଙ୍କ ସହ ବଲାଙ୍ଗୀର ବୁଲିବାକୁ ଆସିଥିବା ବେଳେ ଗତ ୨୯ ତାରିଖରେ ଜଣେ ଶିଶୁପୁତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଦୀର୍ଘ ୧୨ଦିନ ପରେ ହାଇଦ୍ରାବାଦରୁ...

ସିଦ୍ଧିଦାତ୍ରୀ ବେଶରେ ମା ସମଲେଶ୍ବରୀ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା ସମଲେଶ୍ବରୀ ସିଦ୍ଧିଦାତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri