Posted inଜାତୀୟ

କରୋନା ପ୍ରଭାବ: ମୋଦି ଖେଳିବେନି ହୋଲି

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣର ପ୍ରଭାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋଲି ମିଳନ ସମାରୋହ ଉପରେ ମଧ୍ୟ ପଡ଼ିଛି। ମୋଦି ଚଳିତ ଥର କୌଣସି ହୋଲି ମିଳନ ଉତ୍ସବରେ ଯୋଗଦେବାକୁ ମନା କରିଛନ୍ତି। ଏନେଇ ସେ ଟୁଇଟ୍‌ କରି କହିଛନ୍ତି। ବିଶେଷଜ୍ଞଙ୍କ ପରାମର୍ଶ ଅନୁସାରେ ମୋଦି ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ମୋଦି କହିଛନ୍ତି ଯେ, ବିଭିନ୍ନ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ ଗହଳି ହେଉଥିବା ସ୍ଥାନରୁ ଦୂରେଇ ରହିବା କରୋନ ସଂକ୍ରମଣରୁ ସୁରକ୍ଷିତ ରଖିଥାଏ। ତେଣୁ ହୋଲି ମିଳନ ଉତ୍ସବରେ ଯୋଗଦେବେ ନାହିଁ। ମୋଦିଙ୍କ ସହିତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ମଧ୍ୟ ଚଳିତ ବର୍ଷ ହୋଲି ଉତ୍ସବରେ ଯୋଗ ନ ଦେବାକୁ ଟୁଇଟ୍‌ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୮ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଣ୍ଟାଲ ହେଲ୍‌ଥ ଆଣ୍ଡ ନ୍ୟୁରୋସାଇନ୍ସ,...

ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ...

ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୧୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଶେଷ ହେଲା ଛଟ ପୂଜା: ଉଦୟ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇ କରାଗଲା ସୁଖ ସମୃଦ୍ଧି କାମନା

ନୂଆଦିଲ୍ଲୀ,୧୧ ।୧୧: ଚାରି ଦିନ ଧରି ଚାଲିଥିବା ଛଟ ପୂଜା ୧୧ ନଭେମ୍ବର ଅର୍ଥାତ୍ ଗୁରୁବାର ଶେଷ ହୋଇଛି । ସକାଳର ଉଦୟ ସୂର୍ଯ୍ୟଙ୍କୁ ଅର୍ଘ୍ୟ...

ସ୍କୁଲ ଖୋଲିବା ପରେ ୨୬୨ଶିକ୍ଷାର୍ଥୀ, ୧୬୦ ଶିକ୍ଷକ ହେଲେ କରୋନା ସଂକ୍ରମିତ

ଅମରାବତୀ,୬ ।୧୧: ଆନ୍ଧ୍ରପ୍ରଦେଶରେ ନଭେମ୍ବର ୨ରୁ ନବମ ଓ ଦାମ ଶ୍ରେଶୀ ପିଲାମାନଙ୍କ ପାଇଁ ସ୍କୁଲ ଖୋଲି ଦିଆଯାଇଛି । ଆଉ ସ୍କୁଲ ଖୋଲିବା ପରେ...

ଡାଇବେଟିସ୍‌ରୁ ଦୂରେଇ ରହିବାକୁ ଚାହୁଁଛନ୍ତି, ଖାଆନ୍ତୁ ଏହି ପତ୍ରର ଚଟଣି…

ଧନିଆ ପତ୍ର ଚଟଣି ଶରୀର ପାଇଁ ବହୁ ଉପକାରୀ। ନିୟମିତ ଏହାକୁ ଖାଇଲେ ଶରୀରରେ ଇନସୁଲିନ କ୍ଷରଣ ସ୍ବାଭାବିକ ହେବା ସହ ସୁଗାର ଲେବଲ୍‌ କମ...

ବାଂଲାଦେଶ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ବାତିଲକୁ ନେଇ ମୁହଁ ଖୋଲିଲେ ରବିଶ

ନୂଆଦିଲ୍ଲୀ,୧୨।୧୨: ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଏକେ ଅବଦୁଲ ମୋମେନ ହଠାତ୍‌ ତାଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିବା ପରେ ଉଠିଛି ଅନେକ ପ୍ରଶ୍ନ। ହେଲେ...

ନର୍ମଦା ନଦୀକୁ ଖସିଲା ବସ୍‌: ଅନେକ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା

ଭୋପାଳ,୧୮।୭:ମଧ୍ୟପ୍ରଦେଶର ଧର ଜିଲାର ଖାଲଘାଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ପ୍ରାୟ ୪୦ ଜଣ ଯାତ୍ରୀଙ୍କୁ ନେଇ ଏକ ବସ ନର୍ମଦା ନଦୀରେ ଖସି...

Advertisement
Archives

Model This Week