କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍‌ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକଙ୍କୁ ନେଇ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ସର୍ଭେଲାନ୍ସ ଓ କଣ୍ଟେନ୍‌ମେଣ୍ଟ ଜୋନ୍‌ ଆଦି ତଦାରଖ କରିବ ବୋଲି ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ପ୍ରକାଶ ଯେ, ଜିଲାରେ ସୁରତ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିଛି। ୩ ଜଣ କରୋନା ପଜିଟିଭ୍‌ ମାମଲା ଆସିବା ପରେ ପ୍ରବାସୀଙ୍କ ଉପରେ ବିଶେଷ ଭାବେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷୀଗଣନା ଲାଗି କୁଲଡ଼ିହାରେ ୩ ଟିମ୍‌

ସଜନାଗଡ଼, ୬।୧(ଡି.ଏନ.ଏ.) ଶୀତ ଋତୁରେ ଅଧିକ ଥଣ୍ଡା କାରଣରୁ ଜଳାଶୟ ଉପରେ ନିର୍ଭରଶୀଳ ପ୍ରଜାତିର ପକ୍ଷୀମାନେ ପ୍ରତିବର୍ଷ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି...

ଫେକ୍‌ ଆପ୍‌, ଫ୍ରି ଓ୍ବାଇଫାଇ ପ୍ରତି ସାବଧାନ: ଅପରାଧୀଙ୍କ ଟାର୍ଗେଟରେ ମହିଳା, ଛାତ୍ର ଓ ବୟସ୍କ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆପଣ ସ୍ପାର୍ଟ ଫୋନ୍‌ ବ୍ୟବହାର କରୁଛନ୍ତି କି? ସତର୍କ ନ ହେଲେ ନିମିଷକରେ ସାଇବର ଅପରାଧୀମାନେ ଆପଣଙ୍କ ମୋବାଇଲ୍‌ରୁ ତଥ୍ୟ ଚୋରିକରି ଟଙ୍କା ଲୁଟିନେବେ।...

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ଜିଲା ମହିଳା ହ୍ୟାଣ୍ଡବଲ୍‌ ଦଳ

ଜଗତ୍‌ସିଂହପୁର ଅଫିସ,୧୮ା୧୨: ନିକଟରେ ଓଡ଼ିଶା ହ୍ୟାଣ୍ଡବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଜଗତ୍‌ସିଂହପୁର ଜିଲା ହ୍ୟାଣ୍ଡବଲ୍‌ ଆସୋସିଏସନ୍‌ ତରଫରୁ ଆୟୋଜିତ ଓଡ଼ିଶା ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି।...

ଜାଣିପାରିଲାନି ଶିକ୍ଷା ବିଭାଗ: ୩୯ଲକ୍ଷ ଟଙ୍କା ହାତେଇ ମହିଳା ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୮।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କ କଳାକାରନାମା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ଦରମା ବାବଦକୁ ପ୍ରାୟ...

ମୋରମ ଗାଡ଼ିଆରେ ବୁଡ଼ି ନାବାଳକ ମୃତ

ସଜନାଗଡ଼,୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ବାଘମରା ଗ୍ରାମର ଶମ୍ବୁ ସିଂଙ୍କ ୭ ବର୍ଷର ପୁଅ ଅଜୟ (୭) ମୋରମ ଗାଡିଆରେ ବୁଡି ପ୍ରାଣ ହରାଇଛନ୍ତି।...

ଜିଲା ପରିଷଦ ପ୍ରାର୍ଥୀଙ୍କୁ ନୋଟିସ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ପ୍ରାର୍ଥିପତ୍ର ଦାଖଲବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଭାଜପାର ହାଟଡିହି ବ୍ଲକ ୩୪ ନମ୍ବର ଜୋନ୍‌ର ପ୍ରାର୍ଥୀ ବିବେକାନନ୍ଦ ରାଉତଙ୍କ ବିରୋଧରେ ଉପଜିଲାପାଳ ଗୋପୀନାଥ କୁଅଁର...

୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ...

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି...

Advertisement
Archives

Model This Week