କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗଣମାଧ୍ୟମକୁ କହିଛନ୍ତି। ଭାରତରେ କରୋନା ଭୂତାଣୁ ୪୧୫ ଜଣଙ୍କୁ ସଂକ୍ରମଣ କରିଥିବାବେଳେ ୮ ଜଣଙ୍କ ଜୀବନ ନେଲାଣି। ଗଣମାଧ୍ୟମ ପ୍ରତିନିଧି, କ୍ୟାମେରାମ୍ୟାନ ଓ ଟେକ୍‌ନିସିଆନ ସେମାନଙ୍କ ଅକ୍ଳାନ୍ତ ଉଦ୍ୟମ ବଳରେ ଦେଶ ପାଇଁ ବଡ଼ ସେବା କରିଛନ୍ତି। ସକାରାତ୍ମକ ଖବର ଦ୍ୱାରା ସେମାନେ ଲୋକଙ୍କ ମନରୁ ନିରାଶାବାଦ ଓ ଭୟ ଦୂର କରିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ସମ୍ପର୍କିତ ସଚେତନତା ସୃଷ୍ଟି ଲାଗି ସେ ନ୍ୟୁଜ୍‌ ଚ୍ୟାନେଲଗୁଡ଼ିକର ଭୂମିକାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri