କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ କେବଳ ମାସ୍କ କି ହ୍ୟାଣ୍ଡ୍‌ ସାନିଟାରି ନୁହେଁ, ଏସବୁ ସତର୍କତା ଅବଲମ୍ବନ ଜରୁରୀ

କରୋନା ଭାଇରସ୍‌କୁ ନେଇ ସମଗ୍ର ବିଶ୍ୱବାସୀ ଭୟଭୀତ। ଚାଇନାରୁ ଆସିଥିବା ଏହି ଭାଇରସ୍‌ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୪ଟି ଦେଶକୁ କବଳିତ କରିସାରିଲାଣି। ଏଥିରୁ ବି ବର୍ତ୍ତିନାହିଁ ଭାରତ। ଏହି ମାରାତ୍ମକ ଭାଇରସ୍‌ ୩୨୮୧ ଲୋକଙ୍କର ଜୀବନ ନେଇସାରିଲାଣି। ତେବେ ଏଥିରୁ ବଞ୍ଚିବା ପାଇଁ କେବଳ ମାସ୍କ କି ହ୍ୟାଣ୍ଡ ସାନିଟାରି ନୁହେଁ, କେତେକ ସତର୍କତା ଅବଲମ୍ବନ କରିବା ଜରୁରୀ ଅଟେ। ଜାଣନ୍ତୁ ଏ ସମ୍ପର୍କରେ…

Blood sample with respiratory coronavirus positive

୧. ଏହି ଭାଇରସ୍‌ ଥଣ୍ଡା ଯୋଗୁ ହିଁ ହୋଇଥାଏ। ଖାଲି ମାସ୍କ ପିନ୍ଧିଲେ କରୋନା ଭାଇରସ୍‌ରୁ ସୁରକ୍ଷିତ ରହିବେ ନାହିଁ। ତେଣୁ ଥଣ୍ଡା କିପରି ହେବ ନାହିଁ ସେଥିପ୍ରତି ସତର୍କ ରୁହନ୍ତୁ।

୨. ବାରମ୍ବାର ମୁହଁରେ ହାତ ମାରିବା ଅନୁଚିତ। ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍‌।

୩. ଖାଦ୍ୟ ଖାଇବା ପୂର୍ବରୁ ଭଲଭାବେ ସାବୁନ୍‌ରେ ହାତ ଧୁଅନ୍ତୁ।

୪. ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ। ଏପରିକି ସଭାସମିତି, ମାର୍କେଟ୍‌ ଆଦି ଜନଗହଳି ପୂର୍ଣ୍ଣ ସ୍ଥାନଠାରୁ ଯଥା ସମ୍ଭବ ଦୂରେଇ ରୁହନ୍ତୁ।

୫. ଜ୍ୱର ହୋଇଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଡାକ୍ତରଙ୍କ ବିନା ପରାମର୍ଶରେ କୌଣସି ଔଷଧ ସେବନ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri