କରୋନା ଭାଇରସ୍‌: ମେଡିକାଲ ଷ୍ଟାଫ୍‌ ଓ ସଫେଇ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଦିଲ୍ଲୀରେ କରୋନା ଭାଇରସ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବା ମେଡିକାଲ ଷ୍ଟାଫ୍‌ଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀମାନଙ୍କ ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଯଦି କରୋନା ଯୁଦ୍ଧରେ କୌଣସି କର୍ମଚାରୀଙ୍କ ମୃତ୍ୟୁ ହୋଇଯାଏ ତେବେ ଦିଲ୍ଲୀ ସରକାର ସେମାନଙ୍କ ପରିବାର ଲୋକଙ୍କୁ ୧କୋଟି ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ। ବୁଧବାର ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିବା ସହ କହିଛନ୍ତି ଦିଲ୍ଲୀର ସ୍ବାସ୍ଥ୍ୟକର୍ମୀ ହୁଅନ୍ତୁ କି ସଫେଇ କର୍ମଚାରୀ ସମସ୍ତେ ଆମପାଇଁ ମହତ୍ତ୍ୱପୂର୍ଣ୍ଣ। ତେଣୁ ସେମାନଙ୍କ ସୁରକ୍ଷା ପାଇଁ ସରକାର ନିଜ ଆଡୁ ଉଦ୍ୟମ ଜାରି ରଖିଛନ୍ତି। କିନ୍ତୁ ଯଦି କୌଣସି ଦୁର୍ଘଟଣା ଘଟେ ତେବେ ଦିଲ୍ଲୀ ସରକାର ସେମାନଙ୍କୁ ସାହାଯ୍ୟ କରିବେ ବୋଲି କେଜରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେଠାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଟପିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri