କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ଲୋକ ସଭା କାର୍ଯ୍ୟକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏନେଇ ସୋମବାର ଘୋଷଣା କରିଛନ୍ତି। ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବାକୁ ଥିଲା। କିନ୍ତୁ କରୋନା ଯୋଗୁ ସମୟ ପୂର୍ବରୁ ଗୃହର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ: ଦିନକରେ ୯୨ ପଜିଟିଭ

କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ...

ଦ୍ୱାଦଶ ବୋର୍ଡର ଇଂଲିଶ ପ୍ରଶ୍ନପତ୍ର ଲିକ୍‌: ୨୪ଟି ଜିଲାରେ ପରୀକ୍ଷା ବାତିଲ

ଲକ୍ଷ୍ନୌ,୩୦।୩: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଦ୍ୱାଦଶର ଇଂଲିଶ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏନେଇ ଖବର ମିଳିବା ପରେ ୨୪ଟି ଜିଲାରେ ଇଂଲିଶ ପରୀକ୍ଷାକୁ ବାତିଲ କରାଯାଇଛି।...

ପ୍ରେମିକଙ୍କ ସହ ଝିଅକୁ ଜିଅନ୍ତା ଜାଳିଦେଲେ ପରିବାର ଲୋକେ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରେମିକା-ପ୍ରେମିକଙ୍କ ଜୀଅନ୍ତା ଜାଳି ଦିଆଯାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ଉଭୟଙ୍କ ମୃତ୍ୟୁ ଘଟିଛି।...

ହେମନ୍ତଙ୍କ ସହ ମାତ୍ର ୨ ମନ୍ତ୍ରୀ ନେଇପାରନ୍ତି ଶପଥ

ରାଞ୍ଚି,୨୮।୧୨: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ ରବିବାର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏପର୍ଯ୍ୟନ୍ତ ତାଙ୍କ...

‘ବଳାତ୍କାର ଦୋଷୀଙ୍କ ହାତ-ପାଦ କାଟି ଛକରେ ଛାଡ଼ି ଦିଆଯିବା ଉଚିତ୍‌’

ମୁଜାଫରନଗର, ୩।୧୦: ଉତ୍ତରାଖଣ୍ଡର ମନ୍ତ୍ରୀ ରାଜେନ୍ଦ୍ର ଅନ୍ଥଓ୍ବାଲ ମୁଜାଫରନଗରରେ ଏକ ଦାୟିତ୍ୱହୀନ ମନ୍ତବ୍ୟ ଦେଇ ଚର୍ଚ୍ଚକୁ ଆସିଛନ୍ତି। ହାଥରସ୍‌ ଓ ବଳାରାମପୁର ଘଟଣାରେ ଅପରାଧୀଙ୍କ ହାତ-ପାଦ...

ଅବଶିଷ୍ଟ ବୋର୍ଡ ପରୀକ୍ଷା ବାତିଲ ପାଇଁ କେନ୍ଦ୍ର, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.): କରୋନା ମହାମାରୀ ଯୋଗୁ ବାକି ରହିଥିବା ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ...

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ...

ଆର୍‌ଜେଡି ୧୪୪ ଆସନରେ ଲଢ଼ିବ

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଏକାକୀ ୧୪୪ ଆସନରେ ଲଢ଼ିବ। ବିରୋଧୀ ମହାମେଣ୍ଟରୁ ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ...

Advertisement
Archives

Model This Week