କରୋନା ଭାଇରସ: ଇଟାଲିରେ ୭ ମୃତ

ରୋମ,୨୫।୨: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଭୟଭୀତ କରି ରଖିଥିବା ବେଳେ ଏବେ ଏହା ଚାଇନା ବାହାରେ ବି କାୟା ବିସ୍ତାର କରିବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, କରୋନା ଭାଇରସରେ ଏବେ ଇଟାଲିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୨ଶହରେ ପହଞ୍ଚିଛି। ଚାଇନା, ଜାପାନ ଓ କୋରିଆ ପରେ ଏବେ ଇଟାଲିରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଚାଇନାରେ ପ୍ରଥମକରି ଦେଖାଯାଇଥିବା ଏହି କରୋନା ଭାଇରସରେ ଏବେ ସେଠାରେ ପ୍ରାୟ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଥିରେ ସଂକ୍ରମିତ ଥିବା ୨,୬୬୩ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏବେ କେତେଜଣ ଭଲ ହୋଇ ହସ୍ପିଟାଲରୁ ଘରକୁ ଯାଇଥିବା ଖବର ମଧ୍ୟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri