କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର ଗୋଟିଏ ମାସର ଦରମା ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଛନ୍ତି। ଏହାସହ ସେ ତାଙ୍କର ଅନ୍ୟ ସହଯୋଗୀ ଓ ଅଧିକାରୀମାନଙ୍କୁ ଏଥିରେ ଯୋଗ ଦେବାକୁ କହିଛନ୍ତି। ଏହା ପୂର୍ବରୁ ପଞ୍ଜାବ ଭିଜିଲାନ୍ସ ବ୍ୟୁରୋର ଅଧିକାରୀମାନେ ମଧ୍ୟ ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଥିଲେ। ସବୁ ଭାରତୀୟ ଏକାଠି ହୋଇ କୋଭିଡ-୧୯ ସହ ଲଢିବାକୁ ଅଣ୍ଟା ଭିଡିଥିବା ଏଥିରୁ ସ୍ପଷ୍ଟ ବାରି ହୋଇ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ମେଣ୍ଟର ନେତୃତ୍ୱ ନେବ କଂଗ୍ରେସ: ଖର୍ଗେ

ନୂଆଦିଲ୍ଲୀ,୨୨ ।୨: ଲୋକ ସଭା ନିର୍ବାଚନ ୨୦୨୪କୁ ଆଉ ପ୍ରାୟ ବର୍ଷେ ସମୟ ରହିଛି । ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ର ମୁକାବିଲା କରିବାକୁ ପ୍ରାୟ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯...

୬ ଦିନ ଧରି ଆସାମ-ମେଘାଳୟ ସୀମାରେ ୧୪୪ ଧାରା ଜାରି, ଯିବା ଆସିବା ବନ୍ଦ…

ଗୁଆହାଟି/ଶିଲଂ,୨୭।୧୧ : ଆସାମ-ମେଘାଳୟ ହିଂସାକୁ ଛଅ ଦିନ ବିତିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଧାରା ୧୪୪ ଏପର୍ଯ୍ୟନ୍ତ ହଟିନି। ସୀମାରେ ଉତ୍ତେଜନା ଦେଖାଦେଇଥିବା...

ବାବ୍ରି ଭଙ୍ଗା ମାମଲା: ଷଡ଼ଯନ୍ତ୍ର ନା କରସେବକଙ୍କ କ୍ରୋଧ କିଏ ଦାୟୀ, ବୁଧବାର ଫଇସଲା

ନୂଆଦିଲ୍ଲୀ, ୨୯।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାର ରାୟ ବୁଧବାର ଆସିବ। ମସଜିଦ୍‌ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହୋଇଥିଲା ନା କରସେବକଙ୍କ ମଧ୍ୟରେ ଦୀର୍ଘଦିନ ଧରି...

କୋଭାକ୍ସିନ୍‌କୁ ଅଷ୍ଟ୍ରେଲିଆରେ ମଞ୍ଜୁରୀ…

ସିଡ୍‌ନୀ/ନୂଆଦିଲ୍ଲୀ,୧।୧୧: ଭାରତରେ ତିଆରି ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଅନୁମୋଦନ ମିଳିପାରିନାହିଁ। କିନ୍ତୁ ଅଷ୍ଟ୍ରେଲିଆ ସରକାର ଏହାକୁ ଅନୁମୋଦିତ ଟିକା...

୮୦ ବର୍ଷୀୟ ଦମ୍ପତିଙ୍କୁ ୧୦ ବର୍ଷର ଜେଲ

ମୁମ୍ବାଇ,୧୨।୩ : ୨୦୧୩ରେ ଜଣେ ୪ ବର୍ଷୀୟା ନାବାଳିକାକୁ ଯୌନ ନିର୍ଯ୍ୟାତନା ମାମଲାରେ ୮୦ ବର୍ଷୀୟ ଦମ୍ପତିଙ୍କୁ ୧୦ ବର୍ଷର ଜେଲ ଦଣ୍ଡ ଶୁଣାଇଛନ୍ତି ମୁମ୍ବାଇର...

ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ...

ଶାହାନଓ୍ବାଜଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ଏଫଆଇଆର ରୁଜୁ ଆଦେଶ ଉପରେ ଏସସିଙ୍କ ରୋକ…

ନୂଆଦିଲ୍ଲୀ, ୨୨।୮ : ଭାଜପା ନେତା ଶାହନୱାଜ ହୁସେନଙ୍କୁ ତାଙ୍କ ବିରୋଧରେ ଆସିଥିବା ୨୦୧୮ ବଳାତ୍କାର ମାମଲାରେ ଅପରାଧିକ ଅଭିଯୋଗ ମାମଲାରେ ସୁପ୍ରିମକୋର୍ଟ (ଏସସି) ରେ...

Advertisement
Archives

Model This Week