କରୋନା ଭାଇରସ: ବ୍ରାଜିଲରେ ଗୋଟିଏ ପିପିଇକୁ ବାରମ୍ବାର ପିନ୍ଧୁଛନ୍ତି ସ୍ବାସ୍ଥ୍ୟକର୍ମୀ !

ବ୍ରସିଲିଆ,୨୧।୫: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଚାହୁଁ ଚାହୁଁ ସାରା ବିଶ୍ୱକୁ ବ୍ୟାପିଯାଇଛି। ପ୍ରଥମେ କରୋନାର ହଟ୍‌ସ୍ପଟ୍‌ ଉହାନ ହୋଇଥିବା ବେଳେ ଏବେ ଏହି ତାଲିକାରେ ଇଟାଲି, ଆମେରିକା, ଇରାନ ଆଦି ସାମିଲ ହୋଇ ସାରିଛନ୍ତି। ହେଲେ ଏବେ ବ୍ରାଜିଲ ମଧ୍ୟ ଏହି ତାଲିକାରେ ଉପରକୁ ଉଠିବାରେ ଲାଗିଛି। ଦକ୍ଷିଣ ଆମେରିକୀୟ ଦେଶ ବ୍ରାଜିଲରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବାକୁ ଯାଉଥିବା ବେଳେ ଏଠାରେ ୧୪ହଜାରରୁ ଉର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ କରୋନାରେ ପୀଡିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୧୭୯ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଶୁଣିବାକୁ ମିଳୁଛି କି ଏଠାରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀମାନେ ପର୍ସନାଲ ପ୍ରୋଟେକଟିଭ୍‌ ଇକ୍ୟୁପମେଣ୍ଟ(ପିପିଇ)କିଟ୍‌କୁ ଠିକ୍‌ ଭାବେ ପିନ୍ଧି ପାରୁ ନାହାଁନ୍ତି। ଯାହା ଫଳରେ ସେମାନେ ଅଧିକ ପରିମାଣରେ ସଂକ୍ରମିତ ହେଉଛନ୍ତି। ଆହୁରି ମଧ୍ୟ କେତେଜଣ ଗୋଟିଏ ପିପିଇକୁ ବାରମ୍ବାର ବ୍ୟବହାର କରିବା ଫଳରେ ସ୍ବାସ୍ଥ୍ୟକର୍ମୀଙ୍କ ମଧ୍ୟରେ ସଂକ୍ରମଣ ବଢୁଛି ବୋଲି କୁହାଯାଉଛି। ଏବେ ବ୍ରାଜିଲରେ ଯେଉଁ ପରିମାଣରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ସେଥିପାଇଁ ହସ୍ପିଟାଲର ଅଭାବ ପରିଲକ୍ଷିତ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବିପଦ: ୬୩ କୋଟିରୁ ଅଧିକଙ୍କୁ ମିଳିବନି ପିଇବା ପାଣି

ମାଦ୍ରିଦ୍‌,୨।୧: ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଏବଂ ଜଙ୍ଗଲ ନଷ୍ଟ ହେବାର କୁପ୍ରଭାବ ପୃଥିବୀ ଉପରେ ପଡ଼ିବାକୁ ଯାଉଛି। ଆଉ ୨୦ ବର୍ଷ ପରେ ୨୦୪୦...

କଫ୍‌ ସିରପ୍‌ ପିଇ ୩୦୦ରୁ ଊର୍ଦ୍ଧ୍ୱ ଶିଶୁ ମୃତ: ଡବ୍ଲ୍ୟୁଏଚ୍‌ଓର ତନାଘନା

ଜେନେଭା,୨୫ା୧: ବିଷାକ୍ତ କଫ୍‌ ସିରପ୍‌ ପିଇ ଅଦ୍ୟାବଧି ୩ ଦେଶର ୩୦୦ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେଲାଣି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ...

ଆରମ୍ଭ ହେଲା କରୋନାର ଚତୁର୍ଥ ଲହର!

ନୂଆଦିଲ୍ଲୀ,୧୦ ।୪: କରୋନା ସଂକ୍ରମଣ ପୁଣିଥରେ ଦେଶରେ ମୁଣ୍ଡ ଟେକିଲାଣି । ଦେଶର କିଛି ରାଜ୍ୟରେ ସଂକ୍ରମିତଙ୍କ ସଖ୍ୟା ବଢୁଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଲର୍ଟ...

୨୪ ଘଣ୍ଟାରେ ଭାରତ ପଠାଇଲା ୭୬ ହଜାର ଟନ୍‌ ତେଲ

ନୂଆଦିଲ୍ଲୀ,୬।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଦେଖାଦେଇଥିବା ବେଳେ କଲମ୍ବୋକୁ ସହାୟତାର ହାତ ବଢ଼ାଇଛି ନୂଆଦିଲ୍ଲୀ। ଯଦ୍ଦ୍ବାରା ଶ୍ରୀଲଙ୍କା ତା’ର ଜରୁରୀ ସାମଗ୍ରୀ ଆମଦାନୀ କରିପାରିବ ଏବଂ...

ଶେହବାଜ ଶରିଫ ଉଗାଳିଲେ କଶ୍ମୀର ରାଗ

ଇସଲାମାବାଦ,୨୮ ।୫: ଆର୍ଥିକ ଦୃଷ୍ଟିରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଥିବା ପାକିସ୍ତାନ ଏବେ କଶ୍ମୀର ରାଗକୁ ପୁଣିଥରେ ଓଗାଳିଛି । ଏଥର ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ...

ମୋଦି-ବାଇଡେନଙ୍କ ମଧ୍ୟରେ ରହିଛି ସୁସମ୍ପର୍କ

ଓ୍ବାଶିଂଟନ,୧୧।୧୧: ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଆମେରିକା ଭାରତ ବିଷୟରେ ଏକ ବଡ଼ ମନ୍ତବ୍ୟ ଦେଇଛି। ଦୁଇ ଦେଶ ମଧ୍ୟରେ...

ସିଙ୍ଗାପୁରରେ ପ୍ରଥମ କରୋନା ମୃତ୍ୟୁ

ସିଙ୍ଗାପୁର,୨୧।୩: କରୋନା ଭାଇରସ କଥା ଉଠିଲେ ଆପଣାଛାଏଁ ମନକୁ ଆସି ଯାଉଛି ଏଥିରେ ବୃଦ୍ଧି ପାଇଛି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ସାରା ବିଶ୍ୱ ପାଇଁ...

ସାମରିକ ଏୟାରଫିଲ୍ଡ ନିକଟରେ ବିସ୍ଫୋରଣ: ୧୦ ମୃତ

କାବୁଲ,୧।୧:ଆଫଗାନିସ୍ତାନ ରାଜଧାନୀ କାବୁଲସ୍ଥିତ ସାମରିକ ଏୟାରଫିଲ୍ଡ ନିକଟରେ ରବିବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଥିବା...

Advertisement
Archives

Model This Week