କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍‌ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍‌ଡାଉନ ଅବଧି। ଏପଟେ କରୋନାକୁ ହରାଇବାର ମୁଖ୍ୟ ମାଧ୍ୟମ ଲକ୍‌ଡାଉନ୍‌ କୁହାଯାଉଥିବା ବେଳେ ଯଦି ମେ’ ୩ ତାରିଖ ପରେ ଲକ୍‌ଡାଉନକୁ ସମ୍ପୂର୍ଣ୍ଣ ରୂପେ ଖୋଲି ଦିଆଯାଏ ତେବେ ସ୍ଥିତି ଅସମ୍ଭାଳ ହେବ ବୋଲି କହିଛନ୍ତି ଚିକିତ୍ସା ବିଶେଷଜ୍ଞ। କାରଣ ବର୍ତ୍ତମାନ ଦେଶରେ କରୋନା ଦ୍ରୁତ ଗତିରେ କାୟା ବିସ୍ତାର କରିବାରେ ଲାଗିଛି। ଏହି ସମୟରେ ଆମେ ସୋସିଆଲ ଡିଷ୍ଟାନସିଂ ଓ ଲକ୍‌ଡାଉନକୁ ଯଦି ଗୁରୁତ୍ୱ ନ ଦେବା ତେବେ ମେ’ ମାସ ମଧ୍ୟରେ ସ୍ଥିତି ଅଣାୟତ ହୋଇଯିବ ବୋଲି ଅନୁମାନ କରାଯାଉଛି। ତେଣୁ ମେ’୩ ପରେ ବିମାନସେବା, ରେଳ ସେବା, ଅନ୍ତରାଷ୍ଟ୍ରୀୟ ବସ୍‌ ସେବା, ଶପିଂ ମଲ, ଧାର୍ମିକ ଅନୁଷ୍ଠାନ ଆଦି ବନ୍ଦ ରଖିବା ଉଚିତ ହେବ ବୋଲି ଚିକିତ୍ସା ବିଶେଷଜ୍ଞ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଭାରତ ଗସ୍ତରେ ଆସି ବଡ଼ ଘୋଷଣା କଲେ ମ୍ୟାନ୍‌ମାର ରାଷ୍ଟ୍ରପତି, ଖୁସିରେ ମୋଦି କହିଲେ…

ନୂଆଦିଲ୍ଲୀ,୨।୬: ଭାରତର ସୁରକ୍ଷା ସ୍ବାର୍ଥ ବିରୋଧରେ ମ୍ୟାନ୍‌ମାର ଅଞ୍ଚଳ ବ୍ୟବହାର ହେବାକୁ ଦିଆଯିବ ନାହିଁ ବୋଲି ନୂଆଦିଲ୍ଲୀ ଗସ୍ତରେ ଆସିଥିବା ଏହାର ରାଷ୍ଟ୍ରପତି ମିନ୍‌ ଅଙ୍ଗ୍‌ ହ୍ଲାଇଙ୍ଗ୍‌…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri