କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି

ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ ହୋଇଯାଇଛି ସଚେତନତା। ତେବେ କରୋନା ଭାଇରସକୁ ବ୍ୟାପିବାରୁ ରୋକିବାକୁ ଅଧିକାଂଶ ସ୍ଥାନରେ ହୋଲି ଖେଳକୁ ବାରଣ କରାଯାଇଛି। ସରକାର ହୋଲି ଖେଳିବା ସମୟରେ ପ୍ରାକୃତିକ ରଙ୍ଗ ବ୍ୟବହାର କରିବାକୁ କହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସୋମବାର ପଞ୍ଜାବର ଅମୃତସରରେ ଲୋକେ ରଙ୍ଗ ବଦଳରେ ଫୁଲରେ ହୋଲି ଖେଳିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ଗ୍ରାମରେ ପହଞ୍ଚିଲା ମୁଲାୟମଙ୍କ ପାର୍ଥିବ ଶରୀର: ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବଙ୍କ ସୋମବାର ସକାଳେ ପରଲୋକ ଘଟିଛି। ଅପରାହ୍ନରେ ତାଙ୍କର ପାର୍ଥିବ ଶରୀର...

କେବେ ଖୋଲିବ ମୋଦିଙ୍କ ନାଲି ଆଖି: କଂଗ୍ରେସ

ନୂଆଦିଲ୍ଲୀ,୩୧।୮: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଅଗଷ୍ଟ ୨୯-୩୦ରେ ଚାଇନା ସେନା ଦେଶର ସୀମାରେ ପ୍ରବେଶ...

ବଜରଙ୍ଗ ଦଳ ଉପରେ ଲାଗିବନି କୌଣସି କଟକଣା

ଭୋପାଳ,୧୬।୮: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ହିନ୍ଦୁତ୍ୱ ବିଷୟରେ ବିତର୍କ ତୀବ୍ର ହେବାରେ ଲାଗିଛି। କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ବୁଧବାର ବଜରଙ୍ଗ ଦଳ ସମ୍ପର୍କରେ...

ଲୋକ ସଭାରେ ଆଗତ ହେଲା ‘ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍‌’

ନୂଆଦିଲ୍ଲୀ,୧୯।୯: ନୂତନ ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍‌...

କାର୍ଗିଲ ବିଜୟ ଦିବସ ଅବସରରେ ଲଦାଖ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, ଶହୀଦ ଯବାନଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୩।୭: ଜୁଲାଇ ୨୬ ହେଉଛି କାର୍ଗିଲ ବିଜୟ ଦିବସର ୨୪ ତମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ଦ୍ରାସରେ ପହଞ୍ଚି ଭାରତୀୟ...

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ...

ସିଡବ୍ଲୁସି: ୬ ଓବିସି, ୯ ଏସସି କ’ଣ ବାର୍ତ୍ତା ଦେଉଛି କଂଗ୍ରେସ କାର୍ଯ୍ୟ କମିଟି

ନୂଆଦିଲ୍ଲୀ,୨୧।୮: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ କଂଗ୍ରେସ ପ୍ରଥମେ ତା’ର ଟିମରେ ଅଦଳବଦଳ କରିଛି ଓ ଏହାକୁ ବଢାଇଛି। ନିର୍ବାଚନ ରଣନୀତି ସମ୍ବନ୍ଧରେ ସମସ୍ତ...

ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଖୁସିରେ ନାଚିଲେ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୨: ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଅଫିସ୍‌ରେ ଖୁସିରେ ନାଚୁ ଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

Advertisement
Archives

Model This Week