Posted inଜାତୀୟ

କରୋନା ଭାଇରସ ସଂକ୍ରମଣରେ ପ୍ରଥମ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୩।୩: ଡରାଇଲାଣି କରୋନା ଭାଇରସ। ବେଳକୁ ବେଳ ଏହା ଭାରତରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। କର୍ନାଟକର ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଏହା ଭାରତର କରୋନା ସଂକ୍ରମିତ ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି। ଫେବୃୟାରୀ ୨୯ରେ ଉକ୍ତ ବ୍ୟକ୍ତି ଜଣଙ୍କ ସୌଦି ଆରବରୁ ଫେରିଥିଲେ। ଏହାପରେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତ କରାଯାଇଥିଲା। ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ତାଙ୍କ ରିପୋର୍ଟ ଆସିବା ପରେ ସେ କରୋନାରେ ପୀଡିତ ଥିବା ଜଣାପଡିଛି। ତେବେ ସୌଦି ଆରବରୁ ଫେରିବା ବେଳେକୁ ବିମାନ ବନ୍ଦରରେ ତାଙ୍କର ଯାଞ୍ଚ ସମୟରେ କରୋନାର କୌଣସି ଲକ୍ଷଣ ତାଙ୍କ ନିକଟରେ ଦେଖାଯାଇ ନ ଥିବା କୁହାଯାଉଛି। କିନ୍ତୁ ମାର୍ଚ୍ଚ ୫ରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ରାଜ୍ୟର ୭ ବିଧାନସଭା ଆସନ ପାଇଁ ହୋଇଥିବା ଉପ ନିର୍ବାଚନର ଫଳାଫଳ ଆଜି

ନୂଆଦିଲ୍ଲୀ,୬ ।୧୧: ଗୋଟିଏ ପଟେ ହିମାଚଳ ପ୍ରଦେଶ, ଗୁଜରାଟ ଓ ଦିଲ୍ଲୀ ନଗର ନିଗମର ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ମନିଷ ସିସୋଡିଆଙ୍କ ଘରେ ସିବିଆଇ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି କି ତାଙ୍କ ଘରକୁ ସିବିଆଇ ଆସିଛି । ଯାହାକୁ ସେ ସ୍ୱାଗତ...

କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ...

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌)...

ରାମଲୀଳା ପାଇଁ ଚାଲିଛି ପ୍ରସ୍ତୁତି, ମନୋଜ ତିଓ୍ବାରୀ କରିବେ ଅଭିନୟ

ନୂଆଦିଲ୍ଲୀ,୩୦।୮: କରୋନା ସମୟରେ ଦେଶରେ ସବୁ ମହୋତ୍ସବ ଫିକା ପଡିଯାଇଛି। ମାସ ମାସ ଧରି ଠପ୍‌ ହୋଇଯାଇଛି ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ। ଧୀରେ ଧୀରେ ସବୁକିଛି...

ଆଣବିକ କ୍ଷେପଣାସ୍ତ୍ର ଘାଟି: ଭାରତ-ପାକିସ୍ତାନ ତାଲିକା ଦିଆନିଆ

ନୂଆଦିଲ୍ଲୀ,୨ା୧(ପି.ଟି.): ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନରେ କେତେ ଆଣବିକ କ୍ଷେପଣାସ୍ତ୍ର ଘାଟି ରହିଛି ତାହାର ଏକ ତାଲିକା ନୂଆଦିଲ୍ଲୀକୁ ପ୍ରଦାନ କରିଛି ଇସ୍‌ଲାମାବାଦ।...

ଇସ୍ତଫା ଦେଲେ ଭାଜପାର ୨ ହେଭିଓ୍ବେଟ୍‌ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣରେ ସାମିଲ ହେବାକୁ ଥିବା ୪୩ ନେତା ଶପଥ ନେବା ପୂର୍ବରୁ ଇସ୍ତଫା ଦେଇଛନ୍ତି ୧୨ ମନ୍ତ୍ରୀ । ଏମାନଙ୍କ ମଧ୍ୟରେ...

ରିଲିଫ୍‌ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର...

Advertisement
Archives

Model This Week