କରୋନା ଭାଇରସ: ସିଲ୍‌ ହେଲା ସିଆର୍‌ପିଏଫ୍‌ ମୁଖ୍ୟାଳୟ

ନୂଆଦିଲ୍ଲୀ,୩।୫: ରାଜଧାନୀ ଦିଲ୍ଲୀରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର ଜଣେ ଅଧିକାରୀଙ୍କ ଘରୋଇ ସଚିବ କରୋନା ସଂକ୍ରମିତ ହେବା ପରେ ଏବେ ସିଆର୍‌ପିଏଫ୍‌ର ମୁଖ୍ୟାଳୟକୁ ରବିବାର ସିଲ୍‌ କରି ଦିଆଯାଇଛି। ସଂକ୍ରମିତ ବ୍ୟକ୍ତି ନିୟମିତ ଭାବେ ଲୋଧି ରୋଡ୍‌ରେ ଥିବା କାର୍ଯ୍ୟାଳୟକୁ ଆସୁଥିବାରୁ ଏହାକୁ ସିଲ୍‌ କରି ଦିଆଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ କରି କେତେଜଣ ଅଧିକାରୀ ହୋମ କ୍ୱାରାଣ୍ଟାଇନରେ ରହିଛନ୍ତି। କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରିବା ପରେ କାମ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି। ତେବେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଖୋଜା ଚାଲିଛି। ସୂଚନାଯୋଗ୍ୟ, ଶନିବାର ସିଆର୍‌ପିଏଫ୍‌ର ୬୮ ଯବାନ କରୋନାରେ ସଂକ୍ରମିତ ହୋଇଥିବା ତଥ୍ୟ ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୃଷକଙ୍କ ସପକ୍ଷରେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୫।୯: କୃଷି ଆଇନକୁ ବିରୋଧ କରି ଉତ୍ତରପ୍ରଦେଶର ମୁଜାଫାନଗରଠାରେ କୃଷକମାନେ ରବିବାର ପ୍ରତିବାଦ କରି ମହାପଞ୍ଚାୟତରେ ବସିଥିଲେ। ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲା ସମ୍ୟୁକ୍ତ କିଷାନ...

ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧: ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୭।୧: ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧କୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଓବିସି ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏଥି ସହିତ,...

ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ

ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି...

ପପୁ ଯାଦବ ଗିରଫ

ପାଟନା,୧୧।୫: ଜନ ଅଧିକାର ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ପୂର୍ବତନ ଏମ୍‌ପି ପପୁ ଯାଦବଙ୍କୁ ପାଟଣାର ଗାନ୍ଧୀ ମଇଦାନରୁ ଗିରଫ କରାଯାଇଛି। ପପୁ ଯାଦବ ଟୁଇଟ୍‌...

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫...

ରାସ୍ତା ମାଟିରୁ ମିଳୁଛି ସୁନା: ସର୍ଭେ ପାଇଁ ଅଣ୍ଟା ଭିଡ଼ା

ଜଶପୁରନଗର, ୧୦।୮: ଛତିଶଗଡ଼ର ଜଶପୁରନଗରର ମାଟି ତଳେ ଟନ୍‌ ଟନ୍‌ ସୁନା ରହିଥିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଠାରେ ଥିବା ଇବ୍‌ ନଦୀ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୮ ମୃତ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶର ଫତେହପୁର ଜିଲାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଶିଶୁ...

ପାଟନାରେ ୧୬୮ ଡାକ୍ତର ଓ ମେଡିକାଲ ଛାତ୍ର କରୋନା ପଜିଟିଭ

ପାଟନା,୪ ।୧: ସାରା ବିଶ୍ୱରେ ପୁଣିଥରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଭାରତରେ ବି ଏହି ସଂକ୍ରମଣ ଭିନ୍ନ ଭିନ୍ନ ରୂପରେ ତାଣ୍ଡବ ରଚିବା...

Advertisement
Archives

Model This Week