କରୋନା ଭାଇରସ: ସିଲ୍‌ ହେଲା ସିଆର୍‌ପିଏଫ୍‌ ମୁଖ୍ୟାଳୟ

ନୂଆଦିଲ୍ଲୀ,୩।୫: ରାଜଧାନୀ ଦିଲ୍ଲୀରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର ଜଣେ ଅଧିକାରୀଙ୍କ ଘରୋଇ ସଚିବ କରୋନା ସଂକ୍ରମିତ ହେବା ପରେ ଏବେ ସିଆର୍‌ପିଏଫ୍‌ର ମୁଖ୍ୟାଳୟକୁ ରବିବାର ସିଲ୍‌ କରି ଦିଆଯାଇଛି। ସଂକ୍ରମିତ ବ୍ୟକ୍ତି ନିୟମିତ ଭାବେ ଲୋଧି ରୋଡ୍‌ରେ ଥିବା କାର୍ଯ୍ୟାଳୟକୁ ଆସୁଥିବାରୁ ଏହାକୁ ସିଲ୍‌ କରି ଦିଆଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ କରି କେତେଜଣ ଅଧିକାରୀ ହୋମ କ୍ୱାରାଣ୍ଟାଇନରେ ରହିଛନ୍ତି। କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରିବା ପରେ କାମ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି। ତେବେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଖୋଜା ଚାଲିଛି। ସୂଚନାଯୋଗ୍ୟ, ଶନିବାର ସିଆର୍‌ପିଏଫ୍‌ର ୬୮ ଯବାନ କରୋନାରେ ସଂକ୍ରମିତ ହୋଇଥିବା ତଥ୍ୟ ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ...

ଡିଏମ୍‌କେ ଯୁବଶାଖାର ସମ୍ପାଦକ ହେଲେ ଷ୍ଟାଲିନଙ୍କ ପୁଅ ଉଦୟନିଧି

ଚେନ୍ନାଇ,୪।୭: ଡିଏମ୍‌କେ ମୁଖ୍ୟ ଏମ୍‌ କେ ଷ୍ଟାଲିନଙ୍କ ପୁଅ ତଥା ଅଭିନେତା ଉଦୟନିଧି ଡିଏମ୍‌କେର ଯୁବଶାଖା ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ୪୨ ବର୍ଷୀୟ ଉଦୟନିଧି...

ସେପ୍ଟେମ୍ବରରୁ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ...

ଲକ୍‌ଡାଉନ ୩.୦: ମହାରାଷ୍ଟ୍ରର ୫ଟି ଜିଲାରେ ଖୋଲିବନି ମଦ ଦୋକାନ

ମୁମ୍ବାଇ,୪।୫: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଚାଲିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି କରିଛନ୍ତି।...

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ...

ବାଲାସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଏନ୍‌ସିପି ନେତା

ମୁମ୍ବାଇ,୧୭।୧୧: ଶିବସେନାର ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ୭ମ ଶ୍ରାଦ୍ଧବାର୍ଷୀକି ଅବସରରେ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଛଗନ ଭୁଜବଳ ରବିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ...

ଶିବସେନା ସହ ସରକାର ଗଠନକୁ ମିଳିଲା ଗ୍ରୀନ୍‌ ସିଗ୍‌ନାଲ

ନୂଆଦିଲ୍ଲୀ,୨୧।୧୧: କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି)ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏଥିରେ ମହାରାଷ୍ଟ୍ରରେ ଶିବସେନା ସହ ସରକାର ଗଠନକୁ ନେଇ ଆଲୋଚନା ହୋଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ଗଞ୍ଜାମରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ କୋଭିଡ କେୟାର ସେଣ୍ଟର: ୩୦୦ ବେଡ୍‌, ୩୬ ଆଇସିୟୁ ବ୍ୟବସ୍ଥା

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜରେ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *